ଚାଲିଥିଲା ସଭା, ମଝିରେ କାନ୍ଦିଲେ ଆମେରିକା ରାଷ୍ଟ୍ରପତି

ଚିକାଗୋ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ ତାଙ୍କର ବିଦାୟୀକାଳିନ ସଭାରେ ଭାବବିହ଼୍ବଳ ହୋଇଛନ୍ତି । ଚିକାଗୋର ଡେମୋକ୍ରାଟିକ୍‌ ନାଶନ୍ୟାଲ୍‌ କନ୍‌ଭେନ୍‌ସନ୍‌ ସେଣ୍ଟରରେ ସୋମବାର ଆୟୋଜିତ ସଭାରେ ସେ ଦେଶବାସୀଙ୍କୁ ସମ଼୍େବାଧନ କରିଥିଲେ । ଉପ-ରାଷ୍ଟ୍ରପତି କମଳା ହାରିସ୍‌ ଏହି ସଭାରେ ଅଚାନକ ପହଞ୍ଚିବା ସହ ବାଇଡେନ୍‌ଙ୍କୁ ଦେଶର ଜଣେ ଦକ୍ଷ ରଷ୍ଟ୍ରପତି ବୋଲି କହିଥିଲେ । ଏହାପରେ ବାଇଡେନ୍‌ଙ୍କ ଆଖିରୁ ଲୁହ ଚାଲିଆସିଥିଲା ।

 

୮୧ ବର୍ଷୀୟ ବାଇଡେନ୍‌ ହ଼୍ବାଇଟ୍‌ ହାଉସ୍‌ ଦୌଡ଼ରୁ ଅବସର ନେବେ ବୋଲି କିଛିଦିନ ତଳେ ଘୋଷଣା କରିଥିଲେ । ସେ ଉପସ୍ଥିତ ଜନତାଙ୍କୁ ଆଇ ଲଭ୍‌ ୟୁ କହି ସମ଼୍େବାଧନ କରିଥିଲେ । ଏହାର ପ୍ରତିଉତ୍ତରରେ ଜନତା ଉଇ ଲଭ୍‌ ଯୁ ଜୋ ବୋଲି କହିଥିଲେ । ବୟସଗତ କାରଣରୁ ତାଙ୍କୁ ତାଙ୍କ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯାଇନଥିଲା । ଯାହାକି ଆମେରିକାର ରାଜନୈତିକ ଇତିହାସରେ ଏକ ବଡ଼ ଧକ୍କା ବୋଲି ବିବେଚନା କରାଯାଉଛି ।

  • Related Posts

    ମେଟାକୁ କୋର୍ଟଙ୍କ ନିର୍ଦେଶ; ମୋଦୀ-ମହିଳାଙ୍କ ଫଟୋ ହଟାଅ

    ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତା ସୌରଭ ଦାସ, ଅଭିଜିତ ଦୀପକେ, ଆଶୁତୋଷ ରଙ୍କା ଓ ରତ୍ନ ସିଂହଙ୍କୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ନୋଟିସ୍ ଜାରି କରିଛନ୍ତି। ଚଳିତ ବର୍ଷ ଯନ୍ତରମନ୍ତରରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନ ସମୟରେ ଜଣେ ମହିଳାଙ୍କ…

    Continue reading
    ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଅଗ୍ରଗତି ସମୀକ୍ଷା

    ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଗୁରୁତ୍ୱପୂର୍ଣ୍ଣ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ରାଜ୍ୟସ୍ତରୀୟ ପରିଚାଳନା କମିଟିର ପ୍ରଥମ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ଅନୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ