ଆର୍ଥିକ ଠକେଇ ଗ୍ୟାଙ୍ଗର ପର୍ଦ୍ଦାଫାସ, ୩ ଭାଇଭଉଣୀ ଗିରଫ

ସମ୍ବଲପୁର: ସମ୍ବଲପୁରରେ ଆର୍ଥିକ ଠକେଇ ମାମଲାରେ ୩ ଗିରଫ । ଗିରଫ ଅଭିଯୁକ୍ତମାନେ ହେଲେ ଝରଣା ବାଦି,ରାଜକୁମାରୀ ବାଦି ଓ ରାଜେଶ ବାଦି । ସେମାନେ ସମ୍ପର୍କରେ ୨ ଭଉଣୀ ଓ ଭାଇ । ୨୫ ଲକ୍ଷ ଟଙ୍କା ନିବେଶ କଲେ ଅଧିକ ଲାଭ ମିଳିବ ବୋଲି କହି ଜଣେ ବ୍ୟକ୍ତିଙ୍କଠାରୁ ୨୫ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା ।

ଅଭିଯୋଗ ପରେ ପୋଲିସ ଟେକ୍ନିକାଲ ଆନାଲିସିସ୍ ଆଧାରରେ ଅଇଁଠାପାଲି ଥାନା କାଇଁସିର ଅଞ୍ଚଳରେ ଚଢାଉ କରିଥିଲା । ସେଠାରୁ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତଙ୍କଠାରୁ ନଗଦ ୧୫ ଲକ୍ଷ ୫୦ ହଜାର ଟଙ୍କା, ପ୍ରାୟ ୧୨ ଲକ୍ଷ ଟଙ୍କାର ସୁନା ଅଳଙ୍କାର, ୨୦ଟି ମୋବାଇଲ ଫୋନ, ଲାପଟପ୍, ଟାବ୍, ନକଲି ଆଧାର କାର୍ଡ ସହ ବିଭିନ୍ନ ସାମଗ୍ରୀ ଜବତ କରିଛି ପୋଲିସ ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ