ହେବନି ଇସ୍କନ ରଥଯାତ୍ରା

ଭୁବନେଶ୍ବର : ଆମେରିକା ହ୍ୟୁଷ୍ଟନରେ ହେବନି ଇସ୍କନ ରଥଯାତ୍ରା । ଓଡ଼ିଆ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ବିଚାର କରି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି । ରଥଯାତ୍ରା ବଦଳରେ ହେବ ଗୌର ନିତାଇ ସଂକୀର୍ତ୍ତନ ଯାତ୍ରା । ଇସ୍କନ କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି ।

ସୂଚନାଯୋଗ୍ୟ ଯେ, ବିଦେଶରେ ଇସ୍କନର ଅଦିନିଆ ରଥଯାତ୍ରାକୁ ନେଇ ଚାରିଆଡ଼େ ଅସନ୍ତୋଷ ଦେଖାଦେଇଥିଲା।  ବିଭିନ୍ନ ସଂସ୍ଥା ଓ ବ୍ୟକ୍ତି ବିଶେଷ ପରେ ଇସ୍କନ ବିରୋଧରେ ଗଭୀର ଅସନ୍ତୋଷ  ଜାହିର କରିଥିଲେ  ଜନନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟ ସିଂହ ଦେବ । ସେପଟେ ଶ୍ରୀ ଜଗନ୍ନାଥଙ୍କର ସ୍ଵତନ୍ତ୍ର ନୀତିକାନ୍ତି ଓ ପରମ୍ପରା ରହିଛି ଓ ଜଗନ୍ନାଥ ସଂସ୍କୃତିକୁ ନଷ୍ଟ ହେବାକୁ ଦେବୁନି ବୋଲି ସାମ୍ନାକୁ  ଆସି ଆଇନ ମନ୍ତ୍ରୀ ପୃଥ୍ର୍ବୀରାଜ ହରିଚନ୍ଦନ ମଧ୍ୟ କହିଥିଲେ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ