ଦେବଗଡରେ ଭୂକମ୍ପ ଝଟକା

ଦେବଗଡ:ଦେବଗଡ଼ ଜିଲାରେ ଭୂମିକମ୍ପ ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା ୪୮ ମିନିଟ୍ ସମୟରେ ଏହି ଭୂକମ୍ପ ହୋଇଥିବା ବେଳେ ଏହା ତୀବ୍ରତା ରିକ୍ଟର ସ୍କେଲରେ ୩.୯ ରହିଥିବା ନେଇ ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ମୁକେଶ ଭୋଇ ସୂଚନା ଦେଇଛନ୍ତି।ଏହାସହିତ ଉକ୍ତ ଅଞ୍ଚଳର କିଛି କ୍ଷୟକ୍ଷତି ହୋଇ ନଥିବା ଜଣାପଡ଼ିଛି।

  • Related Posts

    ବେକ କାଟି ଯୁବକଙ୍କୁ ହତ୍ୟା, ଅଭିଯୁକ୍ତ ଅଟକ

    ବ୍ରହ୍ମପୁର: ପାର୍ବଣ ପୂର୍ବରୁ ରକ୍ତରଞ୍ଜିତ ହେଲା ବ୍ରହ୍ମପୁର ସହର। ଉପକଣ୍ଠ ନିମଖଣ୍ଡି ଅଞ୍ଚଳରେ ଘଟିଛି ଏକ ନୃଶଂସ ହତ୍ୟାକାଣ୍ଡ ଘଟିଛି। ଦୁର୍ଦ୍ଦାନ୍ତ ଟୁନା ନାୟକଙ୍କ ବେକ କାଟି ହତ୍ୟା କରାଯାଇଛି। ଘଟଣାରେ ତାଙ୍କ ବନ୍ଧୁ ବିଟୁ ସାହୁଙ୍କୁ ପୁଲିସ ଅଟକ ରଖି…

    Continue reading
    ନୀଳଗିରିରେ ଅଜଣା ବସ୍ତୁକୁ ନେଇ ଆତଙ୍କ

    ନୀଳଗିରି: ବାଲେଶ୍ୱର ଜିଲ୍ଲା ନୀଳଗିରିରେ ଅଜଣା ବସ୍ତୁକୁ ନେଇ ଆତଙ୍କ । ନରଣପୁର ପଞ୍ଚାୟତ ଗେନ୍ଦରାସାହି ନିକଟସ୍ଥ ଏକ ଶାଳ ଗଛରେ ଅଜଣା ବସ୍ତୁ ଝୁଲୁଥିବା ଦେଖି ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଏକ ପ୍ଲାଷ୍ଟିକ୍ ଡବା ଆକାରର ଏହି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ