୪୪ ବର୍ଷ ପରେ ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଜିଣିଲା ସ୍ୱର୍ଣ୍ଣ

ନାଗୋୟା: ଦୀର୍ଘ ୪୪ ବର୍ଷ ପରେ ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ସ୍ୱର୍ଣ୍ଣ ପଦକ ଜିତିଛି । ଶୁକ୍ରବାର ନାଗୋୟାରେ ଅନୁଷ୍ଠିତ ଫାଇନାଲରେ ମ୍ୟାଚ୍‌ରେ ଭାରତ ୧-୦ ଗୋଲ୍‌ରେ ଚୀନ୍‌କୁ ପରାସ୍ତ କରି ଚାମ୍ପିଅନ୍‌ ହୋଇଛି ଓ ସିଧାସଳଖ ୨୦୨୮ ଲସ୍‌ ଏଞ୍ଜେଲସ୍‌ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ବି ହାସଲ କରିଛି । ୧୯୯୮ ଓ ୨୦୧୮ରେ ଫାଇନାଲରୁ ଫେରିଥିବା ମହିଳା ହକି ଦଳ ଏଥର କିନ୍ତୁ ନିଜ ଲକ୍ଷ୍ୟ ପୂରଣ କରିବାରେ ସଫଳ ହୋଇଛି । ୧୯୮୨ ନୂଆଦିଲ୍ଲୀ ଏସୀୟ କ୍ରୀଡ଼ା ପରେ ୨୦୨୬ରେ ଭାରତୀୟ ମହିଳା ଦଳ ସ୍ୱର୍ଣ୍ଣ ଜିତଛି । ଓଡ଼ିଆ ଝିଅ ସୁନେଲିତା ଟୋପ୍ପୋ ରାଜ୍ୟର ପ୍ରଥମ ମହିଳା ଭାବେ ଏସିଆଡ୍‌ ହକି ସ୍ୱର୍ଣ୍ଣ ପଦକ ହାସଲ କରିବାର ଗୌରବ ପାଇଛନ୍ତି । ଏହି ମ୍ୟାଚ୍‌ରେ ଚୀନ ରୌପ୍ୟ ପଦକ ପାଇଥିବାବେଳେ ଦକ୍ଷିଣ କୋରିଆକୁ ୪-୨ରେ ହରାଇ ଜାପାନ କାଂସ୍ୟ ଜିତିଛି ।

  • Related Posts

    ରାଜନୀତିରେ ଏଣ୍ଟ୍ରି ମାରିଲେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ

    ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଏମ୍‌ ନାଗେଶ୍ୱର ରାଓ ଶନିବାର ବାରାଣସୀଠାରେ ‘ସର୍ବଜନ ସନାତନ ପାର୍ଟି’ର ଜାତୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏମ୍‌ ନାଗେଶ୍ୱର ରାଓ ସୁରକ୍ଷା, ଆଇନ ଶୃଙ୍ଖଳା ଏବଂ ପ୍ରଶାସନିକ କ୍ଷେତ୍ରରେ ପ୍ରାୟ ଚାରି ଦଶନ୍ଧି…

    Continue reading
    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ