ସେବା ସଂକଳ୍ପ ଅଭିଯାନ ପାଇଁ ସେବା ଜ୍ୟୋତି ଯାତ୍ରା

ଦେବଗଡ଼:ସେବା ସଂକଳ୍ପ ଅଭିଯାନ ପାଇଁ ୭ ତାରିଖ ଅର୍ଥାତ ବୁଧବାର ଦିନ ସକାଳେ ସେବା ଜ୍ୟୋତି ଯାତ୍ରା ଅନୁଷ୍ଠିତ ହେବ। ଉକ୍ତ ଶୋଭାଯାତ୍ରା ପୁରୁଣାଗଡ଼ସ୍ଥିତ ଓଲଟବର ଛକ ହନୁମାନ ମନ୍ଦିର ପରିସରରୁ ସେବା ଜ୍ୟୋତି ମଶାଲ ପଦ ଯାତ୍ରା ଆରମ୍ଭ ହୋଇ ଦେବଗଡ ସହର ପରିକ୍ରମା କରି ଇନ୍ଦିରାଗାନ୍ଧୀ ଷ୍ଟାଡିୟମ୍ ଠାରେ ପହଞ୍ଚି ଏକ ସାଧାରଣ ସଭା ଅନୁଷ୍ଠିତ ହେବ ବୋଲି ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ସୂଚନା ଦେଇଛନ୍ତି। ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା କ୍ରୀଡା ଅଧିକାରୀ ହେମନ୍ତ ସିଂହ,ଜିଲ୍ଲା ସଂସ୍କୃତି ଅଧିକାରୀ ମୁକେଶ ଭୋଇ,ଡେପୁଟୀ କଲେକ୍ଟର କଳିଙ୍ଗ ଆଶିଷ ଶତପଥି,ଡିଆଇପିଆରଓ ମନୋରଞ୍ଜନ ସୂତାର ଉପସ୍ଥିତ ଥିଲେ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ