ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ । ବଦଳିଲା ବରିଷ୍ଠ ଅଧିକାରୀଙ୍କ ଦାୟିତ୍ୱ । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କୁ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ଗୀତାଞ୍ଜଳି ନାୟକଙ୍କୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ଅତିରିକ୍ତ ଶାସନ ସଚିବ ଦାୟିତ୍ୱ ମିଳିଛି । ନିବେଦିତା ବିଶ୍ୱାଳଙ୍କୁ ପଞ୍ଚାୟତିରାଜ ବିଭାଗର ଦାୟିତ୍ୱ ମିଳିଥିବା ବେଳେ, କୁକୁମିନୀ ଦାସଙ୍କୁ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଦାୟିତ୍ୱ ଦିଆଯାଇଛି । ଏହି ଅଦଳବଦଳ ମାଧ୍ୟମରେ ବିଭିନ୍ନ ବିଭାଗରେ ନୂଆ ଦାୟିତ୍ୱ ବଣ୍ଟନ ହୋଇଛି ।

  • Related Posts

    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading
    ଓଡ଼ିଶାରୁ ବିଦାୟ ନେଉଛି ମୌସୁମୀ

    ଭୁବନେଶ୍ୱର: ଓଡ଼ିଶାରୁ କିଛି ଅଞ୍ଚଳରୁ ମୌସୁମୀ ବିଦାୟ ନେବାର ପ୍ରକ୍ରିୟା ଆରମ୍ଭ ହୋଇଛି । ସୁନ୍ଦରଗଡ଼ ଓ ବରଗଡ଼ରୁ ମୌସୁମୀ ବିଦାୟ ନେଇଥିବା ଜଣାଯାଇଛି । ତେବେ ଆସନ୍ତା ୩ରୁ ୪ ଦିନ ଭିତରେ ପୂରା ଓଡ଼ିଶାରୁ ମୌସୁମୀ ବିଦାୟ ନେବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ