ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆଜି ଅପରାହ୍ନ ୪ ଘଟିକାରେ ସମ୍ବଲପୁରରେ ପହଞ୍ଚିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ କୁମାର ପଣ୍ଡା ସୂଚନା ଦେଇଛନ୍ତି ।

ସମ୍ବଲପୁର ଗସ୍ତ ଅବସରରେ ଡ. ଶ୍ରୀ ଭାଗବତ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ଆର୍‌ଏସ୍‌ଏସ୍‌ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେବେ। ରବିବାର ସମ୍ବଲପୁରଠାରେ ଓଡ଼ିଶା ପୂର୍ବ ଓ ପଶ୍ଚିମ ପ୍ରାନ୍ତର କାର୍ଯ୍ୟକର୍ତ୍ତାମାନଙ୍କୁ ନେଇ ଏକ ସାଙ୍ଗଠନିକ ବୈଠକରେ ଶତାବ୍ଦୀ ବର୍ଷର କାର୍ଯ୍ୟ ସମୀକ୍ଷା କରିବେ । ଏଥିସହ ଧନୁପାଲି ଶିଶୁ ବିଦ୍ୟାମନ୍ଦିର ସହ ଆଉ କିଛି ବିଦ୍ୟାଳୟ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗଦାନ କରିବେ ।

  • Related Posts

    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading
    ରାଜଧାନୀରେ ବୋମାମାଡ଼, ପୁଲିସର ଛାନ୍‌ଭିନ୍

    ଭୁବନେଶ୍ୱର: ରାଜଧାନୀରେ ମାଟି ମାଫିଆଙ୍କ ଆତଙ୍କ। ଜମିରୁ ଜୋରଜବରଦସ୍ତି ମାଟି ଉଠାଣକୁ ବିରୋଧ କରିବାରୁ ଜମି ମାଲିକଙ୍କ ଘର ଉପରକୁ ବୋମାମାଡ଼ । ଏଭଳି ଘଟଣା ଚନ୍ଦକା ଥାନା ଅନ୍ତର୍ଗତ ପାଇକରାପୁର ଅଞ୍ଚଳରେ ଘଟିଛି। ସୂଚନା ଅନୁଯାୟୀ, ଶନିବାର ପାଇକରାପୁର ଅଞ୍ଚଳରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ