ରାହାସ ପୂଜା କମିଟିର ପ୍ରସ୍ତୁତି ବୈଠକ ଓ କର୍ମକର୍ତ୍ତା ଚୟନ

ଦେବଗଡ଼:ପୌରାଚଂଳର ଭିତିରିଆ ସାହିର ଗୋପିକିଶୋର ଆସୋ‌ସିଏସନର ପକ୍ଷରୁ ଆୟୋଜିତ ହେଉଥିବା ରାହାସ ପୂଜା କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜି ସ୍ଥାନୀୟ ବସନ୍ତ ନିବାସରେ ବରିଷ୍ଠ ସଦସ୍ୟ ବିରେନ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଗତବର୍ଷର ଆୟ ବ୍ୟୟର ବିବରଣୀ ଉପସ୍ଥାପନା କରାଯିବା ସହ ଚଳିତ ବର୍ଷ ପୂଜା ଆୟୋଜନ ସଂପର୍କରେ ଆଲୋଚନା କରାଯାଇଥିଲା। ବୈଠକ ପ୍ରାରମ୍ଭରେ କମିଟିର ବରିଷ୍ଠ ସଦସ୍ୟ ସ୍ୱର୍ଗତ ଗୋକୁଳ ଚନ୍ଦ୍ର ଦାସଙ୍କ ଅମର ଆତ୍ମା ସଦଗତି କାମନା ନିମନ୍ତେ ନୀରବ ପ୍ରାର୍ଥନା କରାଯାଇଥିଲା। ଏହାପରେ ଚଳିତ ବର୍ଷ ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା। ସୁଜିତ କୁମାର ପାତ୍ର ସଭାପତି, ସୁଶାନ୍ତ ନାୟକ ଓ ଶ୍ରୀ ବାଦଲ ଦାସ ଉପସଭାପତି,ବିକାଶ ନାୟକ ସମ୍ପାଦକ, ବବଲୁ ନାୟକ ସହ ସମ୍ପାଦକ,ସନ୍ତୋଷ ବେହେରା କୋଷାଧ୍ୟକ୍ଷ, ଆଶିଷ ନାୟକ ସହ କୋଷାଧ୍ୟକ୍ଷ, ଅହିଂସା ନାୟକ,ବିଶେଷ ନାୟକ,ଦେବାନନ୍ଦ ସାହୁ ସାଂସ୍କୃତିକ ସମ୍ପାଦକ,ଅଙ୍କୁର ରଞ୍ଜନ ସ୍ୱାଇଁ,ସୁକୁମାର ସିଂ,ଯୁବରାଜ ନାୟକ ପୂଜା ମଣ୍ଡପ ଦାୟିତ୍ବ, ଆଇନ ପରାମର୍ଶଦାତା ଭାବେ ପ୍ରଦୀପ ଅମାତ,ବିକାଶ ପ୍ରଧାନ, ସର୍ବସୁଖ ଶାନ୍ତିମୟ ପ୍ରଧାନଙ୍କୁ ଚୟନ କରାଯାଇଛି।ବରିଷ୍ଠ ସଦସ୍ୟ ନୃସିଂହ ଚରଣ ସାହୁ ଧନ୍ୟବାଦ ଦେଇଥିଲେ। ବୈଠକରେ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।

  • Related Posts

    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading
    ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ବାତିଲ

    କଟକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କଟକ ଗସ୍ତ କାର୍ଯ୍ୟକ୍ରମ ବାତିଲ୍ ହୋଇଛି । ତେବେ କେଉଁ କାରଣରୁ ଏହି ଗସ୍ତ ବାତିଲ୍ ହୋଇଛି ତାହା ସ୍ପଷ୍ଟ ଜଣାପଡ଼ିନି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଦିନ କଟକ ଗସ୍ତରେ ଆସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ