ବାଣୀବିହାରରେ ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର

ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର। ମୁହାଁମୁହିଁ ହେଲେ ଦୁଇ ବିପକ୍ଷ। ସଭାରେ ଉଡି଼ଲା ଚେୟାର… ସୃଷ୍ଟିହେଲା ରକ୍ତାକ୍ତ ପରିସ୍ଥିତି। ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ଉତ୍ତେଜନା। ଏବିଭିପି ଓ ବିସିଜେଡି ପ୍ରାର୍ଥୀ ମୁହାଁମୁହିଁ । ବାଣୀବିହାର କ୍ୟାମ୍ପସରେ ସଭା ଚାଲିଥିବା ବେଳେ ହଠାତ୍ ବଢ଼ିଥିଲା ଉତ୍ତେଜନା। ସ୍ଥିତି ଏପରି ହୋଇଥିଲା ଯେ, ସଭାସ୍ଥଳରେ ଉଡ଼ିଥିଲା ଚେୟାର। ହୋଇଥିଲା ଭଙ୍ଗାରୁଜା ପରିସ୍ଥିତି।

  • Related Posts

    ଇପସିତାଙ୍କୁ ଉଠାଇ ନେଲା ପୁଲିସ

    ଭୁବନେଶ୍ୱର: ରମାଦେବୀ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବିସିଜେଡି ସଭାନେତ୍ରୀ ଇପସିତା ସାହୁଙ୍କୁ ପୁଲିସ ଉଠାଇ ନେଇଛି ।ଇପସିତା ସାହୁଙ୍କୁ ନାମରେ ଥାନାରେ ଅଭିଯୋଗ ହୋଇଥିଲା । ତେବେ ତାଙ୍କୁ…

    Continue reading
    ଭୋଟ ପାଇଁ ମହାପ୍ରସାଦ ଛୁଆଁଇ ଶପଥ

    ଛାତ୍ର ସଂସଦ ନିର୍ବାଚନ। ଆରମ୍ଭ ହୋଇଛି ଭୋଟିଂ। ଭୋଟିଂ ପୂର୍ବରୁ ରମାଦେବୀ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ଟଙ୍କା ବଣ୍ଟା ଯାଉଥିବା ଅଭିଯୋଗ ହୋଇଛି। ଏବିଭିପି ପ୍ରାର୍ଥୀ ନିଜେ ହଷ୍ଟେଲ ଭିତରେ ପଶି ଟଙ୍କା ବାଣ୍ଟୁଥିବାର ଅଭିଯୋଗ କରିଛି ବିସିଜେଡି। ସେପଟେ ଏବିଭିପିର ପ୍ରାର୍ଥୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି