ଯାଜପୁର ଗସ୍ତରେ ମୁଖ୍ୟମନ୍ତ୍ରୀ, ୪୬ ପ୍ରକଳ୍ପର କରିବେ ଶୁଭାରମ୍ଭ

ଯାଜପୁର : ଆଜି ଯାଜପୁର ଜିଲ୍ଲାର କଳିଙ୍ଗନଗର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କଳିଙ୍ଗନଗରରେ ୧୪ଟି ଜିଲ୍ଲା ପାଇଁ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ୩୯ହଜାର ୩୮୨କୋଟି ଟଙ୍କାର ୪୬ଟି ପ୍ରକଳ୍ପ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ଫଳରେ ରାଜ୍ୟରେ ୪୨ହଜାର ନିଯୁକ୍ତି ସୃଷ୍ଟି ହେବା ନେଇ ଆଶା ରହିଛି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ କଳିଙ୍ଗନଗରରେ ପହଞ୍ଚିବା ପରେ ତେଲିବାହାଳି ପଡିଆରେ ଆୟୋଜିତ ବିଶାଳ ଜନସଭାରେ ଯୋଗଦେବେ।

ଏହାପରେ ମୁଖ୍ୟମନ୍ତ୍ରୀ ଇମ୍ଫା ଏବଂ ଜିନ୍ଦଲ ଷ୍ଟେନ୍ ଲେସ୍ ଲିମିଟେଡ୍ ର ନୂତନ ବ୍ଲାଷ୍ଟ ଫର୍ଣ୍ଣେସର ଉଦ୍ ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ଦୃଷ୍ଟିରୁ ଯାଜପୁର ପୁଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୨୨ ପ୍ଲାଟୁନ ପୁଲିସ ଫୋର୍ସ, ୧୦୦ ଜଣ ହୋମଗାର୍ଡ ଏବଂ ଅତିରିକ୍ତ ଏସପିଙ୍କ ଠାରୁ ଏଏସ୍ ଆଇ ପାହ୍ୟାର ପ୍ରାୟ ୧୫୦ ଜଣ ଅଧିକାରୀ ମୁତୟନ ରହିବେ।

  • Related Posts

    ବାଣୀବିହାର: ଅଣଛାତ୍ରଙ୍କୁକ୍ୟାମ୍ପସ ଛାଡ଼ି ଚାଲିଯିବାକୁ ସିପି-ଡିସିପିଙ୍କ ଅପିଲ୍

    ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍‌’ ବୈଠକ ମଧ୍ୟ ଆରମ୍ଭ ହୋଇପାରିନାହିଁ। କ୍ୟାମ୍ପସ ଅଡିଟୋରିୟମ…

    Continue reading
    ଝାରସୁଗୁଡ଼ା ବିମାନବନ୍ଦରର ବିକାଶ ଲାଗି କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ୨୧୦୦ କୋଟି: ପ୍ରଦୀପ ପୁରୋହିତ

    ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ବିକାଶ ଓ ସମ୍ପ୍ରସାରଣ ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରନ୍‌ୱେ ସମ୍ପ୍ରସାରଣ ପାଇଁ ୧୬୮.୮୮ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ