ଇପସିତାଙ୍କୁ ଉଠାଇ ନେଲା ପୁଲିସ

ଭୁବନେଶ୍ୱର: ରମାଦେବୀ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବିସିଜେଡି ସଭାନେତ୍ରୀ ଇପସିତା ସାହୁଙ୍କୁ ପୁଲିସ ଉଠାଇ ନେଇଛି ।ଇପସିତା ସାହୁଙ୍କୁ ନାମରେ ଥାନାରେ ଅଭିଯୋଗ ହୋଇଥିଲା । ତେବେ ତାଙ୍କୁ ଉଠାଇ ନେବା ପରେ ବିସିଜେଡି ପକ୍ଷରୁ ଜୋରଦାର ପ୍ରତିବାଦ କରାଯାଇଛି । ପୁଲିସର କାର୍ଯ୍ୟଧାରାକୁ ନେଇ ବିସିଜେଡି ପ୍ରଶ୍ନ କରିଛି । ଗଣତନ୍ତ୍ରର ହତ୍ୟା କରାଯାଉଛି ବୋଲି ବିସିଜେଡି ଅଭିଯୋଗ କରିଛି । ଲିସର କାର୍ଯ୍ୟଧାରାକୁ ନେଇ ବିସିଜେଡି ପ୍ରଶ୍ନ କରିଛି । ଗଣତନ୍ତ୍ରର ହତ୍ୟା କରାଯାଉଛି ବୋଲି ବିସିଜେଡି ଅଭିଯୋଗ କରିଛି । ତାଙ୍କୁ ଉଠାଇ ନିଆଯିବା ପରେ ଏହାର ପ୍ରତିବାଦ କରିଛନ୍ତି ବିସିଜେଡିର ଛାତ୍ରୀମାନେ। ଇପ୍‌ସିତା ଏବିଭିପିର ସଭାପତି ପ୍ରାର୍ଥୀ ଓ ଅନ୍ୟ କିଛି ଛାତ୍ରୀଙ୍କୁ ଅସଦାଚରଣ ସହିତ ଧସ୍ତାଧସ୍ତି କରିଥିବା ନେଇ ସହିଦ ନଗର ଥାନାରେ ଅଭିଯୋଗ ହୋଇଥିଲା। ତେବେ ଏହି କାରଣ ପାଇଁ ପୁଲିସ୍ ତାଙ୍କୁ ଉଠାଇ ନେଇଛି ନା ଆଉ କିଛି କାରଣ ରହିଛି, ତାହା ତତ୍‌କ୍ଷଣାତ ସ୍ପଷ୍ଟ ହୋଇପାରିନି।

ଛାତ୍ର ସଂସଦ ନିର୍ବାଚନ। ଆଜି ଚାଲିଛି ଭୋଟଗ୍ରହଣ। ନିଜ ନିଜ କଲେଜର ନେତା ବାଛୁଛନ୍ତି ଛାତ୍ରଛାତ୍ରୀ। ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟଗ୍ରହଣ। ଦିନ ୨ଟା ଯାଏ ଚାଲିବ ଭୋଟଦାନ ପ୍ରକ୍ରିୟା। ଭୋଟଗ୍ରହଣ ପରେ ଭୋଟ୍ ଗଣତି ହୋଇ ସନ୍ଧ୍ୟା ସୁଦ୍ଧା ଆସିଯିବ ରେଜଲ୍ଟ। ଏହାପରେ ଆସନ୍ତାକାଲି ନବନିର୍ବାଚିତ ପ୍ରତିନିଧିମାନେ ଶପଥ ଗ୍ରହଣ କରିବେ। ଦୀର୍ଘ ୮ ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି।

  • Related Posts

    ଭୋଟ ପାଇଁ ମହାପ୍ରସାଦ ଛୁଆଁଇ ଶପଥ

    ଛାତ୍ର ସଂସଦ ନିର୍ବାଚନ। ଆରମ୍ଭ ହୋଇଛି ଭୋଟିଂ। ଭୋଟିଂ ପୂର୍ବରୁ ରମାଦେବୀ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ଟଙ୍କା ବଣ୍ଟା ଯାଉଥିବା ଅଭିଯୋଗ ହୋଇଛି। ଏବିଭିପି ପ୍ରାର୍ଥୀ ନିଜେ ହଷ୍ଟେଲ ଭିତରେ ପଶି ଟଙ୍କା ବାଣ୍ଟୁଥିବାର ଅଭିଯୋଗ କରିଛି ବିସିଜେଡି। ସେପଟେ ଏବିଭିପିର ପ୍ରାର୍ଥୀ…

    Continue reading
    ନୂଆ ରାଜ୍ୟପାଳଙ୍କ ବିବୃତିକୁ ନବୀନଙ୍କ ସମାଲୋଚନା

    ଭୁବନେଶ୍ୱର: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ବ୍ରଜମୋହନ ରାମଙ୍କୁ ନିଯୁକ୍ତି ମିଳିଛି । ମଙ୍ଗଳବାର ରାଷ୍ଟ୍ରପତି ଭବନ ପକ୍ଷରୁ ତାଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ବାହାରିଛି । ଓଡ଼ିଶାରେ ବିଜେପି ସଂଗଠନକୁ ସୁଦୃଢ଼ କରିବେ ବୋଲି ସେ ଦେଇଥିବା ମନ୍ତବ୍ୟକୁ ବିରୋଧୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି