ଛାତ୍ରସଂସଦ ନିର୍ବାଚନ: ଦେବଗଡ଼ ଜିଲ୍ଲାର ବିଭିନ୍ନ କଲେଜରେ ଏବିଭିପିର ବିଜୟ

ଦେବଗଡ଼:ଦେବଗଡ଼ ଜିଲ୍ଲାର ବିଭିନ୍ନ କଲେଜରେ ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ସମର୍ଥିତ ପ୍ରାର୍ଥୀମାନେ ବିଜୟୀ ହୋଇଛନ୍ତି। କଂସର ଏକଲବ୍ୟ ପଞ୍ଚାୟତ ସମିତି ଡିଗ୍ରୀ କଲେଜରେ ଶୁଭମ ନାଏକ,ରିଆମାଳ ଡିଗ୍ରୀ କଲେଜରେ ଶେଖର ମାଝୀ ଏବଂ ଦେବଗଡ଼ ମଡେଲ ଡିଗ୍ରୀ କଲେଜରେ ସମ୍ବିତ ସ୍ୱାଇଁ ଉପସଭାପତି ଭାବେ ବିଜୟୀ ହୋଇଛନ୍ତି।କଲା ପଞ୍ଚାୟତ ସମିତି ଡିଗ୍ରୀ କଲେଜରେ ମୋହିତ କୁମାର ନାଏକ ଉପସଭାପତି,ସସ୍ମିତା କାଲୋ ସାଧାରଣ ସମ୍ପାଦକ, ଓମପ୍ରକାଶ ନାଏକ ସହକାରୀ ସମ୍ପାଦକ,ଜିତେନ୍ଦ୍ର ନାଏକ କ୍ରୀଡ଼ା ସମ୍ପାଦକ ଓ ପୁଲିନ ନାଏକ ସାଂସ୍କୃତିକ ସମ୍ପାଦକ ଭାବେ ବିଜୟୀ ହୋଇଛନ୍ତି। ସେହିପରି ବୁଢ଼ାପାଳ ପଞ୍ଚାୟତ ସମିତି ଡିଗ୍ରୀ କଲେଜରେ ସତ୍ୟଜିତ ଖିଲର ଏବଂ ସ୍ୱାମୀ ଶିବାନନ୍ଦ ସଂସ୍କୃତ ଡିଗ୍ରୀ କଲେଜରେ ଜସ୍ମିନ ପ୍ରଧାନ ସଭାପତି ଭାବେ ବିଜୟୀ ହୋଇଥିବା ଏବିଭିପି ପକ୍ଷରୁ ପ୍ରେସ ବିବୃତ୍ତିରେ ସୂଚନା ଦିଆଯାଇଛି।ଏହି ଅବସରରେ ଜିଲ୍ଲା ବିଜେପି ସଭାପତି ଅରୁଣ ସାହୁ ଓ ପୂର୍ବ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ବିଜୟୀ ପ୍ରାର୍ଥୀମାନଙ୍କୁ ଶୁଭେଛା ଜଣାଇଛନ୍ତି।

  • Related Posts

    ଭୁବନେଶ୍ୱରରେ ଧରାପଡ଼ିଲା ହାଇଡ୍ରୋପୋନିକ୍ ଗଞ୍ଜେଇ

    ଭୁବନେଶ୍ୱର: ବ୍ୟାଙ୍କକ୍‌ରୁ ଆସୁଥିଲା ହାଇଡ୍ରୋପୋନିକ୍ ଗଞ୍ଜେଇ । ଭୁବନେଶ୍ୱର ବିମାନବନ୍ଦରରେ ଯାଞ୍ଚ ବେଳେ ଧରାପଡ଼ିଲା ନିଶାଦ୍ରବ୍ୟ ଚାଲାଣ। ୪ ଜଣ ଯାତ୍ରୀଙ୍କଠାରୁ ପ୍ରାୟ ୧.୮୫ କୋଟି ଟଙ୍କା ମୂଲ୍ୟର ୫.୨୯୧ କିଲୋଗ୍ରାମ ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ କରାଯାଇଛି। ଡିଆରଆଇ ଓ କଷ୍ଟମ୍ସ…

    Continue reading
    ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

    ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର। ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ତତ୍କାଳ ପ୍ରଭାବରୁ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି।ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି