ସର୍ଟ ସର୍କିଟରୁ ଜଳିଗଲା ଚଳନ୍ତା ଟ୍ରକ୍

କେନ୍ଦୁଝର: ସର୍ଟ ସର୍କିଟରୁ ଜଳିଗଲା ଚଳନ୍ତା ଟ୍ରକ୍ । କେନ୍ଦୁଝର ଜିଲ୍ଲା ବମେବାରୀ ଥାନା ହେଶା ବେଡା ଗାଁ ନିକଟରେ ଲୁହା ପଥର ବୋଝେଇ କରିଯାଉଥିବା ବେଳେ ଟ୍ରକ୍‌ରେ ଲାଗିଗଲା ନିଆଁ । ଗତକାଲି ବିଳମ୍ବିତ ରାତିରେ ଲୁହାପଥର ବୋଝେଇ କରି ଯାଉଥିବା ବେଳେ ହଠାତ୍ ଗାଡିରୁ ଧୂଆଁ ବାହାରିଥିଲା । ଡ୍ରାଇଭର ନିଆଁ ଦେଖି ଗାଡ଼ିରୁ ବାହାରି ଯାଇଥିଲା ପରେ ସେ ଗାଡ଼ି ହୁତୁ ହୁତୁ ହୋଇ ଜଳିଗଲା ଅନ୍ୟ ଡ୍ରାଇଭର ମାନେ ସଙ୍ଗରେ ଥିବା ବେଳେ ସାଙ୍ଗେ ସାଙ୍ଗେ ପୁଲିସ୍ ଓ ଦମକଳ ବାହିନୀକୁ ଖବର ଦେଇଥିଲେ ଓ ଦମକଳ ବାହିନୀ ଘଟଣସ୍ଥଳରେ ପହଞ୍ଚିବା ବେଳକୁ ଗାଡ଼ିଟଇ ସମ୍ପୂର୍ଣ୍ଣ ଭଳିଯାଇଥିଲା ।
ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ଦମକଳ ବାହୀନି । ମାତ୍ର ସେତେବେଳକୁ ଗାଡ଼ିଟି ସମ୍ପୂର୍ଣ୍ଣ ଭାବେ ପୋଡ଼ି ନଷ୍ଟ ହୋଇସାରିଥିଲା । ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥାଇପାରେ ବୋଲି ପ୍ରାଥମିକ ତଦନ୍ତରୁ ସନ୍ଦେହ କରାଯାଉଛି। ।

  • Related Posts

    କ୍ରେନ୍ ଖସି ଦୁଇ ଓଡ଼ିଆ ଶ୍ରମିକ ମୃତ

    ଗଞ୍ଜାମ: ଆନ୍ଧ୍ରପ୍ରଦେଶରେ ଅଭାବନୀୟ ଦୁର୍ଘଟଣା। ନିର୍ମାଣାଧୀନ କୋଠାରେ କାମ କରୁଥିବା ବେଳେ କ୍ରେନ୍ ଖସି ପଡ଼ିବାରୁ ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଏହି ଦୁଃଖଦ ଘଟଣା ଗୁଣ୍ଟୁର ନିକଟରେ ଘଟିଛି। ଦୁର୍ଘଟଣାରେ ଅନ୍ୟ ତିନି ଜଣ ଶ୍ରମିକ ଗୁରୁତର ଆହତ…

    Continue reading
    ବିରୁଡ଼ି ଆକ୍ରମଣ, ୧୫ ଆହତ

    ଗଜପତି: ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପାଟିପଙ୍କା ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗାଁ ନିକଟସ୍ଥ ଏକ କାଜୁ ବଗିଚାରେ କାମ କରୁଥିବା ସମୟରେ ହଠାତ୍ ବିରୁଡ଼ି ଆକ୍ରମଣ କରିବାରୁ ୧୫ ଜଣ ଗ୍ରାମବାସୀ ଗୁରୁତର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି