ଲାଲକୃଷ୍ଣ ଆଡୱାଣୀ ଅସୁସ୍ଥ

ନୂଆଦିଲ୍ଲୀ : ପୂର୍ବତନ ଉପ-ପ୍ରଧାନମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ୱାଣୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଛି। ଛାତି ସଂକ୍ରମଣ ହେବାରୁ ତାଙ୍କୁ ଶୁକ୍ରବାର ସନ୍ଧ୍ୟାରେ ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏବେ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି। ୯୮ ବର୍ଷୀୟ ଆଡ଼ୱାଣୀଙ୍କୁ ପଲ୍‌ମୋନାରୀ ବିଭାଗରେ ଭର୍ତ୍ତି କରାଯାଇଛି। ଡାକ୍ତରୀ ଦଳ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି। ଏହା ପୂର୍ବରୁ ମେ’ରେ ବୟସଜନିତ ସ୍ୱାସ୍ଥ୍ୟ ସମସ୍ୟା କାରଣରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ କିଛି ଦିନ ଡାକ୍ତରଖାନାରେ ରହିବା ପରେ ଘରକୁ ଫେରିଥିଲେ।

  • Related Posts

    ଗୋଟିଏ ପରିବାରର ୫ଜଣଙ୍କ ସନ୍ଦେହଜନକ ମୃତ୍ୟୁ

    ଗ୍ରେଟର ନଏଡା: ରାବୁପୁରା ଥାନା ଅଧୀନସ୍ଥ ନାଗଲା ଶ୍ରୀଗୋପାଳ ଗ୍ରାମରେ ଏକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଗୋଟିଏ ପରିବାରର ପାଞ୍ଚ ଜଣ ସଦସ୍ୟ ସ୍ବାମୀ, ସ୍ତ୍ରୀ ଏବଂ ସେମାନଙ୍କର ତିନି ସନ୍ତାନମୃତ୍ୟୁବରଣ କରିଛନ୍ତି। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…

    Continue reading
    ଦୁର୍ଗାପୂଜା ପାଇଁ କଟକରେ ମୁତୟନ ହେବେ ୬୦ ପ୍ଲାଟୁନ ପୁଲିସ

    କଟକ: ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ପାଇଁ କଟକ ସହରରେ ବ୍ୟାପକ ପୁଲିସ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂଜା ସମୟରେ ସହରରେ ମୋଟ ୬୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ। ଏନେଇ କଟକ ଡିସିପି ରିଷିକେଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି