ଆଜି ମାଆ ଦୁର୍ଗାଙ୍କ ସପ୍ତମୀ ପୂଜା

ଜଗତ ଜନନୀ ମା’ ଦୁର୍ଗାଙ୍କ ପୂଜା ପାଇଁ ଚଳଚଞ୍ଚଳ ସାରା ରାଜ୍ୟ। ଆଜି ମଣ୍ଡପରେ ମାଆଙ୍କ ମହା ସପ୍ତମୀ ପୂଜା। ପରମ୍ପରା ଅନୁଯାୟୀ, ଷଷ୍ଠୀରେ ମା’ଙ୍କର ବେଲବରଣୀ ପୂଜା କରାଯାଇଥାଏ। ଅର୍ଥାତ ବେଲ ଗଛ ନିକଟରେ ପୂଜା କରାଯାଇ ଘଟ ଆସି ମଣ୍ଡପରେ ରଖାଯାଇଥାଏ। ବେଲ ଗଛରେ ମା’ ସରସ୍ୱତୀ, ମା’ କାଳୀ, ମା’ ଲକ୍ଷ୍ମୀ ବିରାଜମାନ କରିଥାନ୍ତି ବୋଲି ବିଶ୍ୱାସ ରହିଛି।

ବିଲ୍ୱବରଣ ପରେ ଦୁର୍ଗତିନାଶିନୀ ମାଆ ଦୁର୍ଗା ସୁସଜ୍ଜିତ ପୂଜା ମଣ୍ଡପରେ ବିଜେ କରିଛନ୍ତି। ଆଜି ମହାସପ୍ତମୀରେ ମାଆଙ୍କର ମୃଣ୍ମୟୀ ପ୍ରତିମା ଓ ଘଟ ସ୍ଥାପନ କରାଯିବ। ଆଜିଠୁ ମାଆଙ୍କର ଯଥାରୀତି ପୂଜାର୍ଚ୍ଚନା ଆରମ୍ଭ ହେଉଥିବାରୁ ପୂଜା ମଣ୍ଡପ ଗୁଡିକରେ ଲାଗିଲାଣି ଗହଳିଚହଳି। ଟୁଇନସିଟିରେ ସୁଉଚ୍ଚ ତୋରଣ ଓ ଲାଇଟ୍ ରେ ଝଲସୁଛି ସହର ବଜାର।

  • Related Posts

    ଭୁବନେଶ୍ୱରରେ ଧରାପଡ଼ିଲା ହାଇଡ୍ରୋପୋନିକ୍ ଗଞ୍ଜେଇ

    ଭୁବନେଶ୍ୱର: ବ୍ୟାଙ୍କକ୍‌ରୁ ଆସୁଥିଲା ହାଇଡ୍ରୋପୋନିକ୍ ଗଞ୍ଜେଇ । ଭୁବନେଶ୍ୱର ବିମାନବନ୍ଦରରେ ଯାଞ୍ଚ ବେଳେ ଧରାପଡ଼ିଲା ନିଶାଦ୍ରବ୍ୟ ଚାଲାଣ। ୪ ଜଣ ଯାତ୍ରୀଙ୍କଠାରୁ ପ୍ରାୟ ୧.୮୫ କୋଟି ଟଙ୍କା ମୂଲ୍ୟର ୫.୨୯୧ କିଲୋଗ୍ରାମ ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ କରାଯାଇଛି। ଡିଆରଆଇ ଓ କଷ୍ଟମ୍ସ…

    Continue reading
    ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

    ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର। ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ତତ୍କାଳ ପ୍ରଭାବରୁ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି।ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି