୨୮ରୁ ୨୯ ତାରିଖ ଯାଏଁ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ଵର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୮ରୁ ୨୯ ତାରିଖ ଯାଏଁ ସେ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତିଙ୍କ ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ମୟୁରଭଞ୍ଜରେ ଆୟୋଜିତ ହେବାକୁ ଥିବା ମେଗା ଆଇ କ୍ୟାମ୍ପ ଶିବିରରେ ଯୋଗଦେବେ । ଏହା ସହିତ ତାଙ୍କର ପାହାଡ଼ପୁର ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ମହାମହିମ ମା’ କିଚକେଶ୍ୱରୀ ମନ୍ଦିର ଯାଇ ମା’ଙ୍କୁ ଦର୍ଶନ କରିବେ । ଏନେଇ ମୟୁରଭଞ୍ଜ ସାଂସଦ ନବ ଚରଣ ମାଝୀ ସୂଚନା ଦେଇଛନ୍ତି ।

ରାଷ୍ଟ୍ରପତିଙ୍କ ଗସ୍ତ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସକାଳ ୧୦ଟାରେ ବୈଠକ ବସିବ । ଏହି ଦୁଇ ଦିନିଆ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା, ଯାତାୟାତ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାର ପ୍ରସ୍ତୁତି ସମୀକ୍ଷା କରାଯିବ । ବୈଠକରେ ବରିଷ୍ଠ ଅଧିକାରୀମାନେ ଯୋଗଦେବେ ।

  • Related Posts

    ଭୁବନେଶ୍ୱରରେ ଧରାପଡ଼ିଲା ହାଇଡ୍ରୋପୋନିକ୍ ଗଞ୍ଜେଇ

    ଭୁବନେଶ୍ୱର: ବ୍ୟାଙ୍କକ୍‌ରୁ ଆସୁଥିଲା ହାଇଡ୍ରୋପୋନିକ୍ ଗଞ୍ଜେଇ । ଭୁବନେଶ୍ୱର ବିମାନବନ୍ଦରରେ ଯାଞ୍ଚ ବେଳେ ଧରାପଡ଼ିଲା ନିଶାଦ୍ରବ୍ୟ ଚାଲାଣ। ୪ ଜଣ ଯାତ୍ରୀଙ୍କଠାରୁ ପ୍ରାୟ ୧.୮୫ କୋଟି ଟଙ୍କା ମୂଲ୍ୟର ୫.୨୯୧ କିଲୋଗ୍ରାମ ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ କରାଯାଇଛି। ଡିଆରଆଇ ଓ କଷ୍ଟମ୍ସ…

    Continue reading
    ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

    ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର। ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ତତ୍କାଳ ପ୍ରଭାବରୁ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି।ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି