୨୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କର ଏହି ଗସ୍ତ ସମୟରେ ଭୁବନେଶ୍ୱର ଓ ଖୋର୍ଦ୍ଧାରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।
ପ୍ରଧାନମନ୍ତ୍ରୀ ଗସ୍ତର ପ୍ରସ୍ତୁତି ସମୀକ୍ଷା ପାଇଁ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ଦିନ ୧୦ଟାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବା ନେଇ ସୂଚନା ଦିଆଯାଇଛି। ବୈଠକରେ ସୁରକ୍ଷା ବ୍ୟବସ୍ଥା, ଯାତାୟାତ ନିୟନ୍ତ୍ରଣ, ପ୍ରଶାସନିକ ପ୍ରସ୍ତୁତି ଓ କାର୍ଯ୍ୟକ୍ରମର ସୁପରିଚାଳନା ଭଳି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବା ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ଭୁବନେଶ୍ୱର ଓ ଖୋର୍ଦ୍ଧାରେ ସରକାରୀ କାର୍ଯ୍ୟକ୍ରମ ଥିବାରୁ ପ୍ରଶାସନିକ ପ୍ରସ୍ତୁତି ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି।

  • Related Posts

    କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିରବ କାହିଁକି: କଂଗ୍ରେସ

    ଭୁବନେଶ୍ବର: ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ ଘୋଷଣା କରିବା ପରେ କୋଟିଆ ଏକ ବଡ଼ ପ୍ରସଙ୍ଗ ଭାବେ ଉଭା ହୋଇଛି। ଆନ୍ଧ୍ର ସରକାରଙ୍କ ପାର୍ବତୀପୁରମ ମାନ୍ୟମ ନୂଆ ଜିଲ୍ଲାର ଅଧିକାରୀ କୋଟିଆ ଅଞ୍ଚଳରେ ପ୍ରବେଶ କରି ପଞ୍ଚାୟତ ନିର୍ବାଚନ କରିବା ପାଇଁ…

    Continue reading
    ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ

    ଦେବଗଡ଼:ଦେବଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ଉମାକାନ୍ତ ରଣାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପଶ୍ଚିମ ସମ୍ଭାଗ ସଂପାଦକ ତ୍ରିବିକ୍ରମ ଶତପଥି ମୁଖ୍ୟଅତିଥି, ସମ୍ବଲପୁର ବିଭାଗ ସଂଘଚାଳକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମୁଖ୍ୟବକ୍ତା ଭାବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି