ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ

ଦେବଗଡ଼:ଦେବଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ଉମାକାନ୍ତ ରଣାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପଶ୍ଚିମ ସମ୍ଭାଗ ସଂପାଦକ ତ୍ରିବିକ୍ରମ ଶତପଥି ମୁଖ୍ୟଅତିଥି, ସମ୍ବଲପୁର ବିଭାଗ ସଂଘଚାଳକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ବିଦ୍ୟାଳୟର ସଂପାଦକ ହୃଦାନନ୍ଦ ଖୁଣ୍ଟିଆ ଧନ୍ୟବାଦ ଦେଇଥିଲେ। ହେମମଞ୍ଜରୀ ପଣ୍ଡା ବୌଦ୍ଧିକ ପରିଚାଳନା କରିଥିଲେ।କାର୍ଯ୍ୟକ୍ରମ ପରିଚାଳନ‌ାରେ ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ।

  • Related Posts

    ମା ବନଦୁର୍ଗାଙ୍କ ମହାସପ୍ତମୀ ପୂଜା, ଉତ୍ସବମୁଖର ରାଇକିଆ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆରେ ମା ବନଦୁର୍ଗାଙ୍କ ମହାସପ୍ତମୀ ପୂଜା ଆରମ୍ଭ ହୋଇଛି। ମା ଙ୍କ ଆବାହନ ସହ ପୂଜାମଣ୍ଡପରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିବା ବେଳେ ଦର୍ଶନ ପାଇଁ ଭକ୍ତଙ୍କ ଆଗମନ ଆରମ୍ଭ ହୋଇଛି। ଚଳିତ ବର୍ଷ ରାଇକିଆରେ ୫୨ତମ…

    Continue reading
    କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିରବ କାହିଁକି: କଂଗ୍ରେସ

    ଭୁବନେଶ୍ବର: ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ ଘୋଷଣା କରିବା ପରେ କୋଟିଆ ଏକ ବଡ଼ ପ୍ରସଙ୍ଗ ଭାବେ ଉଭା ହୋଇଛି। ଆନ୍ଧ୍ର ସରକାରଙ୍କ ପାର୍ବତୀପୁରମ ମାନ୍ୟମ ନୂଆ ଜିଲ୍ଲାର ଅଧିକାରୀ କୋଟିଆ ଅଞ୍ଚଳରେ ପ୍ରବେଶ କରି ପଞ୍ଚାୟତ ନିର୍ବାଚନ କରିବା ପାଇଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି