ଯୁକ୍ତ ୨ ପରୀକ୍ଷା: ସିସିଟିଭି ନ ଲାଗିଲେ ପରୀକ୍ଷା କେନ୍ଦ୍ର ବାତିଲ

ଭୁବନେଶ୍ୱର: : ଆସନ୍ତା ୨୦୨୭ ମସିହାରେ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷା କଡ଼ା ସୁରକ୍ଷା ବଳୟ ମଧ୍ୟରେ ହେବ । ପରୀକ୍ଷାକୁ ସ୍ୱଚ୍ଛ କରିବାକୁ ପ୍ରତିଟି ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିବ । ଯେଉଁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗି ନ ଥିବା, ସେ କଲେଜ ଗୁଡିକୁ ପରୀକ୍ଷା କେନ୍ଦ୍ର ତାଲିକାରୁ ବାଦ୍ ଦିଆଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସିଏଚଏସସି ପକ୍ଷରୁ ସମସ୍ତ କଲେଜ ଅଧ୍ୟକ୍ଷଙ୍କୁ ଏହି ମର୍ମରେ ଚିଠି ଲେଖା ଯାଇଛି । ସିସିଟିଭି ଲଗାଇବା ପାଇଁ ଶେଷ ତାରିଖ ଆସନ୍ତା ନଭେମ୍ବର ୩୦ ତାରିଖ ଧାର୍ୟ୍ୟ ହୋଇଛି । ଯେଉଁ କଲେଜଗୁଡିକ ଏହି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସିସିଟିଭି ଲଗାଇବେ ନାହିଁ, ସେମାନଙ୍କ ପରୀକ୍ଷା କେନ୍ଦ୍ର ବାତିଲ କରିଦିଆଯିବା ସହ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଏଚଏସସି ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି ।

  • Related Posts

    ଦଳିଦେଲା ହାତୀ, ବୃଦ୍ଧା ମୃତ

    ବଲାଙ୍ଗିର: ଘରେ ଶୋଇଥିବା ବେଳେ ଦଳିଦେଲା ହାତୀ । ଦେଓଗାଁ ଥାନା ଡାହିମାଲ୍ ଗାଁ ରେ ଦଲିଦେଲା ହାତୀ । ହାତୀ ଦଳିଦେବାରୁ ଘଟଣା ସ୍ଥଳ ରେ ଉଡି ଗଲା ପ୍ରାଣ ବାୟୁ । ବଲାଙ୍ଗିର ଜିଲ୍ଲା ସଇଁତଳା ରେଞ୍ଜ ଅଞ୍ଚଳ…

    Continue reading
    ହସ୍ପିଟାଲରେ ଶିଶୁ ଓ ମା’ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା

    ବଲାଙ୍ଗୀର: ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟସ୍ଥିତ ଶିଶୁ ଓ ମାତୃ ହସ୍ପିଟାଲରେ ଗୁରୁବାର ଶିଶୁ ଓ ମା’ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗତ ରବିବାର କଣ୍ଟାବାଞ୍ଜି ଆଶ୍ରମପଡ଼ାର ଅନୀଲ ବେହେରାଙ୍କ ସ୍ତ୍ରୀ ମଞ୍ଜୁଲତାଙ୍କ ଗର୍ଭରେ ଥିବା ଶିଶୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି