ବିଏମ୍‌ସି ବୈଠକରେ ହଙ୍ଗାମା

ଭୁବନେଶ୍ୱର ବିଏମ୍‌ସି କର୍ପୋରେସନ ବୈଠକରେ ତୀବ୍ର ଉତ୍ତେଜନା। ବୈଠକ ଚାଲିଥିବା ବେଳେ କର୍ପୋରେଟରଙ୍କ ମଧ୍ୟରେ ଦେଖାଦେଇଛି ଅସନ୍ତୋଷ। ଅଧାରୁ ବୈଠକ ବନ୍ଦ କରି ନାରାବାଜି କରିବା ସହ ଧାରଣାରେ ବସିଛନ୍ତି କର୍ପୋରେଟର। ସେମାନଙ୍କୁ ବୁଝାଶୁଝା କରିଛନ୍ତି ବିଏମ୍‌ସି କମିଶନର ଓ ମେୟର। ସୂଚନା ଅନୁସାରେ, କର୍ପୋରେସନ ବୈଠକ ଚାଲିଥିବା ସମୟରେ ୩୭ ନମ୍ବର ୱାର୍ଡର କର୍ପୋରେଟର ବନ୍ଦିତା ପାଲ୍ ଫେସବୁକ୍ ଲାଇଭ୍ କରି ବିଭିନ୍ନ ପ୍ରଶ୍ନ ଉଠାଇଥିଲେ। ଏହାକୁ ନେଇ ଅନ୍ୟ କର୍ପୋରେଟରମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ଫେସବୁକ୍ ଲାଇଭ୍ କରିବା ଘଟଣାକୁ କେନ୍ଦ୍ର କରି ବୈଠକରେ ବିବାଦ ତୀବ୍ର ହୋଇଥିଲା। ଏହାପରେ ମେୟର ବନ୍ଦିତା ପାଲ୍‌ଙ୍କୁ ନିଲମ୍ବନ କରିଥିବା ସୂଚନା ମିଳିଛି ।

  • Related Posts

    ଅର୍ଣ୍ଣବ ଅପଡେଟ୍ : ପାରାଦୀପ ବନ୍ଦରରେ ୨ ନମ୍ବର ସଙ୍କେତ

    ଜଗତସିଂହପୁର:ବାତ୍ୟା ଅର୍ଣ୍ଣବ ଅକ୍ଟୋବର ୨୮ ତାରିଖରେ ଆନ୍ଧ୍ରପ୍ରଦେଶର ୟାନାମ ଓ କାକିନାଡା ମଧ୍ୟରେ ସ୍ଥଳଭାଗ ଛୁଇଁପାରେ । ସେହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ରୁ ୧୨୫ କିଲୋମିଟର ରହିବା ସହ ଝଟକା ପବନର ବେଗ ୧୪୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ…

    Continue reading
    ଗଞ୍ଜାମ ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି : ନିୟନ୍ତ୍ରଣ କକ୍ଷ ଓ ପରିସ୍ଥିତି ଉପରେ ନଜର

    ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବକୁ ମୁକାବିଲା କରିବା ପାଇଁ ଗଞ୍ଜାମ ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି ଏବଂ ଜରୁରୀକାଳୀନ ପଦକ୍ଷେପ ଗ୍ରହଣ କରାଯାଇଛି। ୨୪ ଘଣ୍ଟିଆ ନିରୀକ୍ଷଣ, ଉଦ୍ଧାରକାରୀ ଦଳ ଓ ଆଶ୍ରୟସ୍ଥଳ ପ୍ରସ୍ତୁତି, ଡ୍ରେନେଜ୍ ସଫେଇ ଏବଂ ଉପକୂଳବର୍ତ୍ତୀ ଲୋକଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…