ଟ୍ରେନ୍‌ ଉପରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଳିଗଲେ ଯୁବକ

କଟକ: କୋଇଲା ବୋଝେଇ ଟ୍ରେନ୍‌ରୁ ପାଲ ଚୋରି କରିବା ବେଳେ ଅଘଟଣ । ଟ୍ରେନ୍‌ ଉପରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜିଅନ୍ତା ଜଳିଗଲେ ଯୁବକ । ଯୁବକଙ୍କ ପରିଚୟ ମିଳି ନଥିବା ବେଳେ ସେ ଛ ଗାଁର ବାସିନ୍ଦା ବୋଲି ସନ୍ଦେହ କରାଯାଉଛି । କଟକ ଜିଲ୍ଲା ଗୁରୁଡ଼ିଝାଟିଆ ରେଳ ଷ୍ଟେସନ୍ ନିକଟ ପାର୍କିଂରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।
ଶୁକ୍ରବାର ସକାଳ ସମୟରେ ଜଣେ ଯୁବକ କୋଇଲା ବୋଝେଇ ଟ୍ରେନ୍‌ରୁ ପାଲକୁ ଚୋରି କରିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ । ଫଳରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟଣା ସ୍ଥଳରେ ଜୀବନ୍ତ ଦଗ୍ଧ ହୋଇ ଯାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଦୌଡ଼ି ଆସିଥିଲେ । ଲୋକେ ଆସି ପହଞ୍ଚିଲା ବେଳକୁ ଯୁବକଙ୍କ ଅର୍ଦ୍ଧ ଦଗ୍ଧ ଶରୀର ହୁତୁହୁତୁ ହୋଇ ଜଳୁଛି । ଏହା ଦେଖି ତୁରନ୍ତ ରେଲୱେ ପୋଲିସ ଏବଂ ରେଲ ବିଭାଗର ଅଧିକାରୀଙ୍କୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ରେଲୱେ ପୋଲିସ ଏବଂ ରେଳ ବିଭାଗର ଅଧିକାରୀ ତଦନ୍ତ ଆରମ୍ଭ କରିଛି ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ