ଶୁକ୍ରବାର ପିଏମ୍‌-କିଷାନର ୨୪ତମ କିସ୍ତି

ନୂଆଦିଲ୍ଲୀ: ଶୁକ୍ରବାରରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିଷାନ)ର ୨୪ତମ କିସ୍ତି ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ବାନସକଣ୍ଟାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ହିତାଧିକାରୀମାନଙ୍କୁ କିସ୍ତି ବାବଦ ଅର୍ଥ ଡିବିଟି ମାଧ୍ୟମରେ ପ୍ରଦାନ କରିବେ। ଏହି କିସ୍ତିରେ ମୋଟ ୯.୩୪କୋଟି ହିତାଧିକାରୀଙ୍କୁ ୧୮,୬୮୦ କୋଟି ଟଙ୍କା ପ୍ରଦାନ କରାଯିବ। ପିଏମ୍‌-କିଷାନ ଯୋଜନାରେ କେନ୍ଦ୍ର ସରକାର ଦେଶର କୃଷକମାନଙ୍କୁ ବାର୍ଷିକ ୬ହଜାର ଟଙ୍କା ତିନିଟି କିସ୍ତିରେ ପ୍ରଦାନ କରିଆସୁଛନ୍ତି। ୨୦୧୯ରୁ ଏହା କାର୍ଯ୍ୟକାରୀ ହୋଇଆସୁଛି।

  • Related Posts

    ଶିବରାଜ ସିଂହ ଚୌହାନଙ୍କ ମା’ଙ୍କ ଦେହାନ୍ତ

    ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ମାଆ କାଶୀ ବାଇଙ୍କର ଆଜି (ଶୁକ୍ରବାର, ଅକ୍ଟୋବର ୩୦) ପରଲୋକ ହାଇଛି। ଶୁକ୍ରବାର ସକାଳେ ଭୋପାଳ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ…

    Continue reading
    ଆକାଉଣ୍ଟକୁ ଗଲା ପିଏମ-କିଷାନ ଟଙ୍କା

    ନୂଆଦିଲ୍ଲୀ: ଦେଶର ଅନ୍ନଦାତାଙ୍କ ଆର୍ଥିକ ସଶକ୍ତୀକରଣ ଦିଗରେ ଆଉ ଗୋଟିଏ ବଡ଼ ପଦକ୍ଷେପ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (ପିଏମ-କିଷାନ) ଯୋଜନାର ୨୪ ତମ କିସ୍ତି ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ଗୁଜରାଟର ବନାସକାଣ୍ଠା ଜିଲାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ