ଦେବଗଡ କଲେଜରେ କୁତ୍ରିମ ବୁଦ୍ଧିମତ୍ତା ଓ ପ୍ରୟୋଗ ସଂପର୍କିତ କର୍ମଶାଳା

ଦେବଗଡ:ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଦେବଗଡ କଲେଜରେ ୨ ଦିନ ଧରି ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ(ପିଏମ ଉଷା) ‌ପ୍ରୋଜେକ୍ଟ ୟୁନିଟ ତଥା ଏକସେଲଆର ପ୍ରାଇଭେଟ ଲିମିଟେଡର ସହଭାଗିତାରେ କୁତ୍ରିମ ବୁଦ୍ଧିମତ୍ତା ଓ ଚାଟ୍‌ଜିପିଟି ଓ ଅନ୍ୟାନ୍ୟ ଏଆଇ ଉପକରଣର ବ୍ୟବହାର ସଂପର୍କିତ କର୍ମଶାଳା ଆଜି ଉଦଯାପିତ ହୋଇଯାଇଛି। କଲେଜର ଅଧ୍ୟକ୍ଷ ବିକାଶ ପ୍ରଧାନ ଅତିଥି ଭାବେ ଯୋଗ ଦେଇ କର୍ମଶାଳାକୁ ଉଦଘାଟନ କରିଥିଲେ। ନୋଡାଲ ଅଫିସର ସଞ୍ଜିବ ଦାଶ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଏହି ଦୁଇଦିନିଆ କର୍ମଶାଳାରେ ଏନ୍‌ଆଇଟି ରାଉରକେଲାର ‌ଗବେଷଣାରତ ଇଶାନୀ ମିଶ୍ର ପ୍ରଶିକ୍ଷିକା ଭାବେ ଯୋଗ ଦେଇ କ୍ୟାରିୟର ଗଠନ କ୍ଷେତ୍ରରେ ଚାଟ୍‌ଜିପିଟି ଓ ବିଭିନ୍ନ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ଉପକରଣର ବ୍ୟବହାର ସମ୍ପର୍କରେ ଅବଗତ କରିଥିଲେ।ଏଥିରେ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା ମାନେ ଯୋଗ ଦେଇଥିଲେ। ପ୍ରୋଗ୍ରାମ ସଂଯୋଜକ ଡ. ଦିନେଶ ରାୟ ଓ ଡ. ଶିଖା ମହର୍ଷି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

  • Related Posts

    ରେଡ୍‌କ୍ରସ୍‌ ପାଣ୍ଠି ଆତ୍ମସାତ୍‌ ଅଭିଯୋଗ, ପୂର୍ବତନ ବରିଷ୍ଠ ରାଜସ୍ୱ ସହାୟକ ଗିରଫ

    ବ୍ରହ୍ମପୁର: ସରକାରୀରେଡ୍‌କ୍ରସ୍‌ ପାଣ୍ଠିର ୮ ଲକ୍ଷ ୬୩ ହଜାର ୨୦୦ ଟଙ୍କା ଆତ୍ମସାତ୍‌ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସଗଞ୍ଜାମଜିଲ୍ଲା ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ ରାଜସ୍ୱ ସହାୟକ (ଏସ୍‌ଆର୍‌ଏ) ସଦାଶିବ ପ୍ରଧାନଙ୍କୁ ଗିରଫ କରିଛି। ସେ ବର୍ତ୍ତମାନ ସୁରଡ଼ା ତହସିଲ କାର୍ଯ୍ୟାଳୟରେ…

    Continue reading
    ଜେଲ୍ ଡିଜି ପଦରୁ ହଟିଲେ ସୁଶାନ୍ତ ନାଥ

    ଆଇପିଏସ ସ୍ତରରେ ହୋଇଛି ଅଦଳ ବଦଳ। ଜେଲ୍‌ ଡିଜି ପଦରୁ ୧୯୯୩ ବ୍ୟାଚ୍‌ର ଆଇପିଏସ୍ ଅଫିସର ସୁଶାନ୍ତ କୁମାର ନାଥଙ୍କୁ ହଟାଇ ଦିଆଯାଇଛି। ତାଙ୍କୁ ଓଏସ୍‌ଡି ଭାବେ ଗୃହ ବିଭାଗକୁ ବଦଳି କରାଯାଇଛି। ରବିବାର ଏନେଇ ଗୃହ ବିଭାଗରୁ ବିଜ୍ଞପ୍ତି ପ୍ରକାଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି