ଅଜୟ କୁମାର ଲଲ୍ଲୁ ହେଲେ ଓଡି଼ଶା ପ୍ରଦେଶ କଂଗ୍ରେସ ପ୍ରଭାରୀ

ଭୁବନେଶ୍ବର: ବଦଳିଲେ ଓଡି଼ଶା କଂଗ୍ରେସ ପ୍ରଭାରୀ । ଏଆଇସିସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବରିଷ୍ଠ କଂଗ୍ରେସ ନେତା ଅଜୟ କୁମାର ଲଲ୍ଲୁ ହେଲେ ଓଡି଼ଶା ପ୍ରଦେଶ କଂଗ୍ରେସ ପ୍ରଭାରୀ । ନୂଆ ପିସିସି ସଭାପତି ଘୋଷଣା ପରେ ଓଡି଼ଶା ପ୍ରଭାରୀ ଡକ୍ଟର ଅଜୟ କୁମାରଙ୍କୁ ମଧ୍ୟ ପରିବର୍ତ୍ତନ କରାଯାଇଛି । ବରିଷ୍ଠ କଂଗ୍ରେସ ନେତା ଅଜୟ କୁମାର ଲଲ୍ଲୁଙ୍କୁ ଓଡ଼ିଶାର ପ୍ରଭାରୀ ଦାୟିତ୍ୱ ମିଳିଛି । ସେପଟେ ସାଂସଦ ସପ୍ତଗିରି ଉଲ୍ଲାକାଙ୍କୁ ୪ଟି ରାଜ୍ୟର ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି ।

ଅଜୟ କୁମାର ଲଲ୍ଲୁ ହେଉଛନ୍ତି ଉତ୍ତରପ୍ରଦେଶର ପୂର୍ବତନ ପିସିସି ସଭାପତି । ତାଙ୍କର ବହୁ ଅନୁଭୂତି ରହିଛି , ଅଜୟ ଲଲୁ ପୂର୍ବରୁ ଉତ୍ତରପ୍ରଦେଶ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ ନେତା ଭାବେ କାର୍ୟ୍ୟ କରିଛନ୍ତି । ଉତ୍ତରପ୍ରଦେଶରେ ଦୁଇ ଥର ବିଧାୟକ ହୋଇଛନ୍ତି ଲଲୁ । ସେହିପରି ସପ୍ତଗିରି ଉଲାକା ୪ ଟି ରାଜ୍ୟର ପ୍ରଭାରୀ ନିଯୁକ୍ତ ହୋଇଛନ୍ତି । ମଣିପୁର, ସିକ୍କିମ, ନାଗଲାଣ୍ଡ ଏବଂ ତ୍ରିପୁରା ଦାୟିତ୍ୱ ଦେଲା ଏଆଇସିସି ।

  • Related Posts

    ଡବଲ ଇଞ୍ଜିନ ସରକାର ଓଡ଼ିଶାର ଛବିକୁ ପୁରା ମଳିନ କରି ସାରିଲେଣି: ନବୀନ

    ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ସରକାରଙ୍କ ଉପରେ ଜୋରଦାର୍…

    Continue reading
    ଭଦ୍ରକର ୨ କଲେଜରେ ନିର୍ବାଚନ ବାତିଲ

    ଭଦ୍ରକ: ସମ୍ବେଦନଶୀଳ ପରିସ୍ଥିତି ଓ ନିର୍ବାଚନୀ ହିଂସା ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲ୍ଲାର ଦୁଇଟି ମହାବିଦ୍ୟାଳୟରେ ନିର୍ବାଚନ ବାତିଲ କରାଯାଇଛି। ଭଦ୍ରକ ମହିଳା ମହାବିଦ୍ୟାଳୟ ଏବଂ ଭଣ୍ଡାରିପୋଖରୀ ବ୍ଲକ୍ ଅନ୍ତର୍ଗତ ନାଆମୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ନେଇ ନୋଟିସ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ