କ୍ୟାବିନେଟ : ୬୦୦ ମେଗାୱାଟ ଇନ୍ଦ୍ରାବତୀ ପମ୍ପଡ ଷ୍ଟୋରେଜ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ମନ୍ତ୍ରୀ ପରିଷଦ ବୈଠକ ପରେ ଅନୁଷ୍ଠିତ ହୋଇଛି ମନ୍ତ୍ରୀ ମଣ୍ଡଳ ବୈଠକ । ମନ୍ତ୍ରୀ ପରିଷଦ ବୈଠକରେ ଆସନ୍ତା ବିଧାନସଭା ଅଧିବେଶନରେ ଆସିବାକୁ ଥିବା ଅତିରିକ୍ତ ବଜେଟକୁ ମଞ୍ଜୁରୀ ମିଳିଛି । ସେହିପରି ୧୦ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି କ୍ୟାବିନେଟ ।

କଳାହାଣ୍ଡି ଜିଲ୍ଲାର ରାଣିବାହାଲରେ ୬୦୦ ମେଗାୱାଟ କ୍ଷମତା ବିଶିଷ୍ଟ ଅପର ଇନ୍ଦ୍ରାବତୀ ପମ୍ପଡ୍ ଷ୍ଟୋରେଜ୍ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି । ୪,୭୦୮.୬୪ କୋଟି ଟଙ୍କା ବ୍ୟୟରେ ଓଡ଼ିଶା ହାଇଡ୍ରୋ ପାୱାର କର୍ପୋରେସନ ଏହି ପ୍ରକଳ୍ପ ନିର୍ମାଣ କରିବ । ମେଘା ଇଞ୍ଜିନିୟରିଂ ଆଣ୍ଡ ଇନଫ୍ରାଷ୍ଟ୍ରକ୍ଚର୍ସ ଲିମିଟେଡ୍‌କୁ EPC ଠିକାଦାର ଭାବେ ଚୟନ କରାଯାଇଛି । ଏହି ପ୍ରକଳ୍ପରୁ ବାର୍ଷିକ ପ୍ରାୟ ୧୦୪୦ ନିୟୁତ ୟୁନିଟ ବିଦ୍ୟୁତ ଉତ୍ପାଦନ ହେବ । ୨୦୩୦-୩୧ ଆର୍ଥିକ ବର୍ଷ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରହିଛି ।

  • Related Posts

    ଆସିଗଲା ଥଣ୍ଡା

    ଭୁବନେଶ୍ୱର: ଆସିଗଲା ଥଣ୍ଡା । ଅନୁମାନ କରାଯାଉଛି, ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ କମିପାରେ । ଏଭଳି ପାଗ କିଛି ଦିନ ରହିପାରେ । ଏମିତି ପୂର୍ବାନୁମାନ ଦେଖାଇଛି ପାଣିପାଗ ବିଭାଗ ।ଗତ ୨-୩ ଦିନ ଭିତରେ ରାତି…

    Continue reading
    ଚିଠା ଅତିରିକ୍ତ ବଜେଟକୁ ରାଜ୍ୟ ମନ୍ତ୍ରିପରିଷଦର ଅନୁମୋଦନ

    ଭୁବନେଶ୍ୱର: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଚିଠା ଅତିରିକ୍ତ ବଜେଟକୁ ରାଜ୍ୟ ମନ୍ତ୍ରିପରିଷଦର ଅନୁମୋଦନ ମିଳିଛି । ଅତିରିକ୍ତ ବଜେଟର ମୋଟ ଆକାର ପାଖାପାଖି ୧୮ ହଜାର କୋଟି ହେବ ବୋଲି ସୂଚନା ମିଳିଛି । ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି