ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ସୁନ୍ଦରଗଡ଼: ସାଙ୍ଗମାନଙ୍କ ସହ ବୁଲିବାକୁ ଯାଇଥିବା କିଞ୍ଜିରକେଲା ଥାନା ଅଞ୍ଚଳର ଜଣେ ଯୁବକ ୯ ତାରିଖରୁ ନିଖୋଜ ଥିଲେ। ଆଜି ସକାଳୁ ନଦୀର କୁସୁମୁରା ଘାଟରୁ ଭାସମାନ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ପରିବାର ଲୋକେ ହତ୍ୟା ସନ୍ଦେହ କରିଛନ୍ତି। ପୁଲିସ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ମୃତ ଯୁବକ ହେଲେ କିଞ୍ଜିରକେଲା ଥାନା ଅନ୍ତର୍ଗତ କଇଁତରା ଗ୍ରାମର ଧୀରୋଜ ତନ୍ତ୍ରୀ (୨୫)।
୯ ତାରିଖରେ ସେ ସାଙ୍ଗମାନଙ୍କ ସହ ବୁଲିବାକୁ ଯାଇ ଆଉ ଘରକୁ ଫେରିନଥିଲେ। ପରିବାର ପକ୍ଷରୁ ଖୋଜାଖୋଜି ପରେ ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ ବୁଧବାର ଓଡ୍ରାଫ୍ ଟିମ୍ ସହାୟତାରେ ଇବ୍ ନଦୀରେ ତଲାସୀ କରିଥିଲେ ମଧ୍ୟ ତାଙ୍କର ସନ୍ଧାନ ମିଳିନଥିଲା। ତେବେ ଗୁରୁବାର ସକାଳେ କୁସୁମମରା ଡଙ୍ଗାଘାଟ ନିକଟରେ ଯୁବକଙ୍କ ମୃତଦେହ ଭାସୁଥିବା ଲୋକେ ଦେଖିଥିଲେ।

  • Related Posts

    ବୈତରଣୀରେ ବୁଡ଼ିଗଲେ ସ୍ବାମୀ-ସ୍ତ୍ରୀ

    କଳିଙ୍ଗନଗର: ଯାଜପୁର ବରାହନାଥ ନିକଟ ବୈତରଣୀ ନଦୀରେ ଦୁଇ ପର୍ଯ୍ୟଟକ ଗାଧୋଉଥିବା ବେଳେ ବୁଡ଼ିଯାଇଛନ୍ତି ସ୍ବାମୀ-ସ୍ତ୍ରୀ। ଖବର ପାଇ ଅଗ୍ନିଶମ ବାହିନୀ ଉଭୟଙ୍କୁ ଉଦ୍ଧାର କରି ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ହୋଇଛି। ମୃତ…

    Continue reading
    ବାଘ ଶିକାର ଯୋଜନା ପଣ୍ଡ, ୨ ଶିକାରୀ ଗିରଫ

    ସମ୍ବଲପୁର: ଡେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟରେ କଲରାପତରିଆ ବାଘ ଶିକାର ପାଇଁ ଯୋଜନା କରିଥିବା ୨ ଜଣ ଶିକାରୀ ରାଉତପଡା ଗାଁ ର ଘନଶ୍ୟାମ ମିର୍ଦ୍ଧା (୪୦) ଏବଂ ସୁ ପ୍ରସାଦ ସୁଇ (୪୮) ଙ୍କୁ ବନ ବିଭାଗ ଗିରଫ କରିଛି। ଡେବ୍ରିଗଡ଼…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି