ଆଜି ମଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ଆଜି ମଲକାନଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଜନଜାତି ଗୌରବ ଦିବସ ସମାରୋହରେ ଯୋଗଦେବା ସହ ଆଦିବାସୀଙ୍କ ସହ ଭାବ ବିନିମୟ କରିବେ । ଏହାସହ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ସୁରକ୍ଷା ବ୍ୟବସ୍ଥାଠାରୁ ଆରମ୍ଭ କରି ମଞ୍ଚ ଓ ସଭାସ୍ଥଳର ସମସ୍ତ ଆୟୋଜନକୁ ଚୂଡ଼ାନ୍ତ ରୂପ ଦିଆଯାଉଛି । ଅନ୍ୟପଟେ ଏୟାରପୋର୍ଟଠାରୁ ସଭାସ୍ଥଳ ଡିଏନ୍‌କେ ଖେଳପଡ଼ିଆ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ନିଜେ ଜିଲ୍ଲାପାଳ ଓ ଏସ୍‌ପି ବିଭିନ୍ନ ସ୍ଥାନ ବୁଲି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତିକୁ ଶେଷ ପର୍ଯ୍ୟାୟକୁ ନିଆଯାଇଛି ।

  • Related Posts

    ‘ଅକଭାନ୍’ର ଗତିପଥକୁ ନେଇ ସ୍କାଏମେଟ୍ ର ବଡ଼ ଆକଳନ

    ଭୁବନେଶ୍ୱର: ବାତ୍ୟା ‘ଅକଭାନ୍ ’ର ଗତିପଥକୁ ନେଇ ସ୍କାଏମେଟ୍ ର ବଡ଼ ଆକଳନ । ବାତ୍ୟା ପାଇଁ ୩ଟି ସମ୍ଭାବ୍ୟ ଗତିପଥ, ତାମିଲନାଡୁ-ଆନ୍ଧ୍ର, ପଶ୍ଚିମବଙ୍ଗ-ବଙ୍ଗଳାଦେଶ ଓ ମିଆଁମାର ଉପକୂଳକୁ ନେଇ ଆକଳନ । ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ‘ଅକଭାନ୍ ’ର ଗତିପଥକୁ…

    Continue reading
    ବାତ୍ୟା ପ୍ରଭାବ: ୧୮ରୁ ୨୦ ଯାଏଁ ଛେଚିବ ବର୍ଷା!

    ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶା ବର୍ଷା ପବନ ହୋଇପାରେ। ୧୮, ୧୯ ଏବଂ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର କିଛି କିଛି ସ୍ଥାନରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !