ବାତ୍ୟା ପ୍ରଭାବ: ୧୮ରୁ ୨୦ ଯାଏଁ ଛେଚିବ ବର୍ଷା!

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶା ବର୍ଷା ପବନ ହୋଇପାରେ। ୧୮, ୧୯ ଏବଂ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଆସନ୍ତା ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳ ତଥା ଏହାର ଆଖପାଖ ସମୁଦ୍ର ମଧ୍ୟରେ ଝଡ଼ତୋଫାନ ସହ ପବନର ବେଗ ଘଣ୍ଟା ପ୍ରତି ୪୫-୫୫ କିଲୋମିଟର ରହିପାରେ। ଝଟକା ପବନ ୬୫ କିଲୋମିଟର ଛୁଇଁପାରେ। ଏହି ସମୟରେ ଦକ୍ଷିଣ ଓଡ଼ିଶା ଉପକୂଳ ଓ ଆଖପାଖରେ ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବାର ସମ୍ଭାବନା ଅଛି। ଏଥିପାଇଁ ୧୭ ଓ ୧୮ ଦୁଇ ଦିନ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ଓଡ଼ିଶା ଉପକୂଳ ଓ ଏହାର ଆଖପାଖ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।

  • Related Posts

    ‘ଅକଭାନ୍’ର ଗତିପଥକୁ ନେଇ ସ୍କାଏମେଟ୍ ର ବଡ଼ ଆକଳନ

    ଭୁବନେଶ୍ୱର: ବାତ୍ୟା ‘ଅକଭାନ୍ ’ର ଗତିପଥକୁ ନେଇ ସ୍କାଏମେଟ୍ ର ବଡ଼ ଆକଳନ । ବାତ୍ୟା ପାଇଁ ୩ଟି ସମ୍ଭାବ୍ୟ ଗତିପଥ, ତାମିଲନାଡୁ-ଆନ୍ଧ୍ର, ପଶ୍ଚିମବଙ୍ଗ-ବଙ୍ଗଳାଦେଶ ଓ ମିଆଁମାର ଉପକୂଳକୁ ନେଇ ଆକଳନ । ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ‘ଅକଭାନ୍ ’ର ଗତିପଥକୁ…

    Continue reading
    ଗୋପାଳପୁରଠାରୁ ୧୧୩୦ କିମି ଦୂରରେ ଅବପାତ

    ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଧୀରେ ଧୀରେ ଆଗକୁ ବଢ଼ୁଛି। ଗତ ୩ ଘଣ୍ଟାରେ ଘଣ୍ଟା ପ୍ରତି ୧୦ କିଲୋମିଟର ବେଗରେ ଗତି କରୁଛି ଅବପାତ। ବର୍ତ୍ତମାନ ଏହା ଗୋପାଳପୁରଠାରୁ ପ୍ରାୟ ୧,୧୩୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି। ସେହିପରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !