ଶୀତ ଅଧିବେଶନ: ସନ୍ଧ୍ୟା ୫ଟାରେ ବସିବ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର: ସନ୍ଧ୍ୟା ୫ଟାରେ ବସିବ ବିଜେଡି ବିଧାୟକ ଦଳ ବୈଠକ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଏହି ବୈଠକ ଅନୁଷ୍ଠିତ ହେବ । ଆଗାମୀ ଶୀତ ଅଧିବେଶନରେ କେଉଁ କେଉଁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବ ଦଳ, ସେନେଇ ରଣନୀତି ପ୍ରସ୍ତୁତ କରାଯିବ ।

ବିଶେଷ କରି ବନ୍ୟା ମୁକାବିଲାରେ ସରକାରଙ୍କ ବିଫଳତା, କୋଟିଆରେ ଆନ୍ଧ୍ରର ନିର୍ବାଚନ, ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଏବଂ ମହାନଦୀ ପ୍ରସଙ୍ଗକୁ ନେଇ ବିଜେଡି ବିଧାନସଭାରେ ସରକାରଙ୍କୁ ଘେରିବାକୁ ଯୋଜନା କରୁଛି । ଚଳିତ ଶୀତ ଅଧିବେଶନରେ ମୋଟ୍‌ ୩୩ଟି କାର୍ୟ୍ୟଦିବସ ରହିଛି। ତେଣୁ ଏଥର ଅଧିବେଶନ ବେଶ୍‌ ସରଗରମ ରହିବା ନେଇ ଆକଳନ କରାଯାଉଛି ।

ସେପଟେ ଆଜି ସକାଳ ୧୧ଟା ୩୦ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିବେ।

  • Related Posts

    ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    ଭୁବନେଶ୍ୱର ୧୭/୧୧/୨୦୨୬ : ଓଡ଼ିଶାରେ ଗ୍ରାମୀଣ ବିକାଶକୁ ଆଗକୁ ବଢ଼ାଇବା ପାଇଁ ନିଜର ପ୍ରତିବଦ୍ଧତାକୁ ଆହୁରି ସୁଦୃଢ଼ କରି, ବେଦାନ୍ତ ଆଲୁମିନିୟମ ମେଟାଲ ଲିମିଟେଡ୍ (ଭିଏଏମଏଲ୍), ଲାଞ୍ଜିଗଡ଼, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ଏହାର କାର୍ଯ୍ୟକ୍ଷେତ୍ର ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଇନ୍ଧନ-ଦକ୍ଷ ଚୁଲା…

    Continue reading
    ସୋଆ କପ୍‌ ୨୦୨୬ ଉଦ୍‌ଘାଟିତ

    ଭୁବନେଶ୍ୱର, ୧୭/୧୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ବାର୍ଷିର୍କ କ୍ରୀଡା ଉତ୍ସବ ‘ସୋଆ କପ୍‌’ ମଙ୍ଗଳବାର ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ୫ ସୋଆ ଷ୍ଟାଡିୟମ୍‌ ଠାରେ ଉଦ୍‌ଘାଟିତ ହୋଇଯାଇଛି । ପ୍ରାୟ ୧ ମାସରୁ ଊଦ୍ଧ୍ୱର୍ ଦିନ ଧରି ଚାଲିବାକୁ ଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !