୮ ମାସରେ ୫୦ ଅଧିକାରୀଙ୍କ ନାମରେ ମାମଲା

ଭୁବନେଶ୍ୱର: ଦୁର୍ନୀତିଖୋର ସରକାରୀ ଅଧିକାରୀଙ୍କ ବିରୋଧରେ ବର୍ତ୍ତମାନର ବିଜେପି ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ୮ ମାସରେ ୫୦ ସରକାରୀ ଅଧିକାରୀଙ୍କ ନାମରେ ମାମଲା ରୁଜୁ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି । ୧୧ଜଣ ଅଧିକାରୀଙ୍କ ନିକଟରୁ ୪ କୋଟିରୁ ଊଦ୍ଧ୍ୱର୍ ଟଙ୍କାର ଗହଣା, ଘର ପ୍ଲଟ ଜବତ ହୋଇଛି । ୧୩ଟି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବାବେଳେ ୯ ନିଦେ୍ର୍ଧାର୍ଷରେ ଖଲାସ । ରାଜ୍ୟରେ ମୋଟ ୩୬୯୨ଟି ଭିଜିଲାନ୍ସ ମାମଲା ବିଚାରାଧୀନ ରହିଛି । ଏନେଇ ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଲିଖିତ ଉତ୍ତର ରଖିଛନ୍ତି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ