ମାର୍ଚ୍ଚ ୩ରେ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗାମୀ ମାର୍ଚ୍ଚ ୩ ତାରିଖ (ସୋମବାର) ୟୁନିଟ୍-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍‌ଣ ୧୧ଟାରୁ ଆରମ୍ଭ ହେବ। ଏହି ଶୁଣାଣିରେ ସାମିଲ ହେବା ପାଇଁ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ।
ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍‌ଣ ୧୧ଟାରୁ ଆରମ୍ଭ ହେବ। ଏହି ଶୁଣାଣିରେ ସାମିଲ ହେବା ପାଇଁ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ