ଓଏଏସ୍ ସ୍ତରରେ ବଡଧରଣର ଅଦଳବଦଳ

ଭୁବନେଶ୍ଵର: ଓଏଏସ୍ ଅଧିକାରୀସ୍ତରରେ ବଡଧରଣର ଅଦଳବଦଳ ହୋଇଛି। ମୋଟ୍ ୨୨ ଅଧିକାରୀଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ କଟକ ଉନ୍ନୟନ କର୍ତ୍ତୃପକ୍ଷ ସଚିବ ଜ୍ୟୋତିର୍ମୟୀ ପ୍ରଧାନଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି। ତାଙ୍କ ସ୍ଥାନରେ ରାଜ୍ୟ ନିର୍ବାଚନ ଆୟୋଗର ପୂର୍ବତନ ଯୁଗ୍ମ ସମ୍ପାଦକ ଶ୍ଵେତ କୁମାର ଦାସଙ୍କୁ ସିଡିଏ ସଚିବ ଭାବରେ ଅବସ୍ଥାପିତ କରାଯାଇଛି। ସେହିପରି ଓଏଏସ୍ ପ୍ରବୀର କୁମାର ନାୟକ ଗଜପତି ଏଡିଏମ୍ ଭାବେ ନିଯୁକ୍ତି ପାଇଛନ୍ତି। ରାଜସ୍ଵ ପରିଷଦର ଅତିରିକ୍ତ ସଚିବ ସରୋଜ କୁମାର ସାହୁଙ୍କୁ ଅତିରିକ୍ତ ଏସଆରସି ଭାବେ ଦାୟିତ୍ଵ ମିଳିଛି। ସୂଚାରୁ କୁମାର ବଳ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅତିରିକ୍ତ ସଚିବ , ବିଶ୍ଵରଞ୍ଜନ ନାୟକ ଝାରସୁଗୁଡା ଜିଲ୍ଲା ପରିଷଦ ସିଡିଓ-କମ୍-ଇଓ , ନିଲୁ ମହାପାତ୍ର ପୁରୀ ଏଡିଏମ୍ ଭାବେ ନିଯୁକ୍ତ ହୋଇଛନ୍ତି।

  • Related Posts

    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading
    ବାଣିଶ୍ରୀ ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ

    ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବାଣିଶ୍ରୀ  ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ । ବୃତ୍ତି ଆବେଦନଗୁଡ଼ିକୁ ଶିକ୍ଷାନୁଷ୍ଠାନ ସ୍ତରରେ ବିଚାରକୁ ନେବା ପାଇଁ ୪୫ ଦିନର ସମୟସୀମା ଧାର୍ଯ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ