ଭୋଟ ବ୍ୟାଙ୍କ ହାତରୁ ଚାଲିଯାଉଛି ବୋଲି ଭୟ କରୁଛନ୍ତି:ବାବୁ ସିଂ

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ କଟାକ୍ଷ କଲେ ମେୟର ସୁଲୋଚନା ଦାସ। ତେବେ ମେୟରଙ୍କ ବୟାନର ଉତ୍ତର ରଖିଛନ୍ତି ବିଧାୟକ ବାବୁ ସିଂ। ସେ କହିଛନ୍ତି, ୨୪ ବର୍ଷରେ ଯାହା କରି ନ ଥିଲେ ତାହା ଆମେ କରିଛୁ। ଭୋଟ ବ୍ୟାଙ୍କ ହାତରୁ ଚାଲିଯାଉଛି ବୋଲି ଭୟ କରୁଛନ୍ତି। ସେ କଥାରୁ ଦୂରେଇ ରୁହନ୍ତୁ। ବରମୁଣ୍ଡାରେ ୫ଜଣ ମହିଳା ଟେଣ୍ଟ ହାଉସ କରିଛନ୍ତି ବୋଲି ବାବୁ କହିଛନ୍ତି।

ଅନ୍ୟପକ୍ଷେ ସୁଲଚୋନା କହିଥିଲେ, ୫ ହଜାରରେ ମହିଳା କିଭଳି ସଶକ୍ତ ହେବ। ଏବେ ସୁଦ୍ଧା କେତେ ମହିଳା ସଶକ୍ତ ହୋଇଛନ୍ତି ବୋଲି ମେୟର ପ୍ରଶ୍ନ କରିଛନ୍ତି। ବିଜେଡି ବିନା ସୁଧରେ ୧୫ ଲକ୍ଷ ଯାଏ ଅର୍ଥ ଦେଉଥିଲା।

  • Related Posts

    ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

    କଟକ: ଏସ୍‌ସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାକୁ ଆଉ ଦିନ କେଇଟା ପରେ ମାସେ ପୂରିବ । ଏହାରି ଭିତରେ ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ତଦନ୍ତକାରୀ ଟିମ୍…

    Continue reading
    ନିମନ୍ତ୍ରଣକୁ ନେଇ ରାଜନୀତି, ସାଂସଦ-ମେୟର କଥା କଟାକଟି

    ଭୁବନେଶ୍ୱର: ରାଜଧାନୀ ପ୍ରତିଷ୍ଠା ଦିବସରେ ନିମନ୍ତ୍ରଣକୁ ନେଇ ରାଜନୀତି। ଭୁବନେଶ୍ବର ସାଂସଦ ଓ ମେୟରଙ୍କ ମଧ୍ୟରେ କଥା କଟାକଟି। ପୂର୍ବ ସରକାରକୁ ସାଂସଦ ଅପରାଜିତା ଷଡ଼ଙ୍ଗୀ ସମାଲୋଚନା କରିଛନ୍ତି। କହିଛନ୍ତି ବିଗତ ସରକାରରେ ମୋତେ ନିମନ୍ତ୍ରଣ କରାଯାଉନଥିଲା। ବର୍ତ୍ତମାନର ସରକାର ପ୍ରତିଷ୍ଠା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ