ବବି ଏବଂ ପାଣ୍ଡିଆନଙ୍କ ସହାୟତାରେ ରାଜା ଚକ୍ର ବଳିୟାନ:ମମତା ମହାନ୍ତ

ଭୁବନେଶ୍ୱର: କାହାଯୋଗୁ ରାଜା ଚକ୍ର ବଳିୟାନ ହୋଇଥିଲେ ସେ ସମ୍ପର୍କରେ ବିଜେପି ସାଂସଦ ମମତା ସାଂସଦ ମମତା ମହାନ୍ତ ଅଭିଯୋଗ କରିଛନ୍ତି ଯେ, ଏବେ ଇଓଡବ୍ଲୁ ସ୍କାନରରେ ଥିବା ରାଜା ଚକ୍ର ପ୍ରଣବ ପ୍ରକାଶ ଦାସ(ବବି ଦାସ) ଏବଂ ଭିକେ ପାଣ୍ଡିଆନଙ୍କ ସହାୟତାରେ ଓଡ଼ିଶାର ଖଣିଜ ସମ୍ପଦରେ ସମୃଦ୍ଧ କେନ୍ଦୁଝରରେ ବଳିୟାନ ହୋଇଛନ୍ତି।

ବିଜେଡି ସମର୍ଥନ ଯୋଗୁ ରାଜା ଚକ୍ର ଖଣିଜ କ୍ଷେତ୍ରରେ ପ୍ରଭାବଶାଳୀ ହୋଇ ଅତ୍ୟନ୍ତ ଶକ୍ତିଶାଳୀ ହୋଇଯାଇଥିବା ବୋଲି ଅଭିଯୋଗ କରି ରାଜ୍ୟସଭା ସଦସ୍ୟ କହିଛନ୍ତି ଯେ, ରାଜ୍ୟରେ ବିଜେପି ସରକାର ସମୟରେ ଦୁର୍ନୀତିରେ ଜଡିତ ବ୍ୟକ୍ତିମାନେ କଠୋର କାର୍ୟ୍ୟାନୁଷ୍ଠାନର ସମ୍ମୁଖୀନ ହେବେ।

ବବି ଦାସ ଏବଂ ପାଣ୍ଡିଆନଙ୍କ ଯୋଗୁ ରାଜା ଚକ୍ରଙ୍କର ପ୍ରଭାବ ଏବଂ ଶକ୍ତି ବୃଦ୍ଧି ପାଇଛି ବୋଲି ଦାବି କରି ସେ କହିଛନ୍ତି ଯେ, ଏବେ ଏକ ସମ୍ପୂର୍ଣ୍ଣ ତଦନ୍ତ ଚାଲିଛି ଏବଂ ଦୁର୍ନୀତିରେ ଲିପ୍ତ ଥିବା ଯେକୌଣସି ବ୍ୟକ୍ତି ପରିଣାମ ଭୋଗ କରିବେ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ