ପରଲୋକରେ ଅନନ୍ତ ଦାସ

ଭୁବନେଶ୍ୱର : ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ସାଢେ ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ସେ ଲଗାତାର ୪ଥର ବିଧାୟକ ହୋଇଥିଲେ । ୨୦୦୪ରୁ ୨୦୧୯ ପର‌୍ୟ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ ଅନନ୍ତ । ତାଙ୍କ ପରଲୋକ ପରେ ନିର୍ବାଚନ ମଣ୍ଡଳୀ ସହ ଦଳୀୟ କର୍ମୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।

  • Related Posts

    ହର ଘର ତ୍ରିରଙ୍ଗା ଅଭିଯାନ ଅବସରରେ ବାଇକ୍ ରାଲି

    ଦେବଗଡ଼:ହର ଘର ତ୍ରିରଙ୍ଗା ଅଭିଯାନ ଅବସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ବାଇକ୍ ରାଲି ଅନୁଷ୍ଠିତ ହୋଇଯାଇଛି।ଉପଜିଲ୍ଲାପାଳଙ୍କ କାର୍ଯାଳୟ ଠାରୁ ଇଣ୍ଡୋର ଷ୍ଟାଡିୟମ ପର୍ଯ୍ୟନ୍ତ ଏହି ରାଲିକୁ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ମୁଖ୍ୟଅତିଥି,ଅତିରିକ୍ତ ଏସପି ଧିରଜ ଚୋପଦାର,ସ୍ୱତନ୍ତ୍ର ଉନ୍ନୟନ ପରିଷଦ…

    Continue reading
    ପାଣିରେ ବୁଡି ଜଣେ ମୃତ

    ଦେବଗଡ଼:ବାରକୋଟ ଥାନାର କିଷାନଗୟଲମରା ବନ୍ଧରେ ଆଜି ଜଣେ ବ୍ୟକ୍ତିଙ୍କ ପା‌ଣିରେ ବୁଡି ମୃତ୍ୟୁ ଘଟିଛି।ମୃତକ ହେଲେ ସଇଡା ଗ୍ରାମର ଗୁରୁଚରଣ ଲୁହୁର। ସୂଚନା ଅନୁଯାୟୀ,ଗତକାଲି ଗୁରୁଚରଣ କିଷାନଗୟଲମରା ବନ୍ଧକୁ ଗାଧେଇବା ପାଇଁ ଯାଇଥିଲେ। କିନ୍ତୁ ଗାଧେଇବା ସମୟରେ ଅସାବଧାନତାବଶତଃ ପାଣିରେ ବୁଡିଯାଇଥିଲେ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ