ପାନ ମସଲା, ଗୁଟଖା ଏବଂ ତମାଖୁରୁ ୬୫୯୫.୫୫ କୋଟି ଟଙ୍କାର ଟିକସ ପାଇଛି ରାଜ୍ୟ

ଭୁବନେଶ୍ବର: ଦୁଇ ଦିନର ବିରତି ପରେ ଆଜି ପୁଣି ସରଗରମ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ୟ୍ୟାୟ । ଶୋକ ପ୍ରସ୍ତାବ ପରେ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ଏହାରି ମଧ୍ୟରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ।

ବିଧାୟକ ଟଙ୍କଧରଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ କହିଛନନ୍ତି ଯେ, ଗତ ୧୦ ବର୍ଷରେ ପାନ ମସଲା, ଗୁଟଖା ଏବଂ ତମାଖୁରୁ ୬୫୯୫.୫୫ କୋଟି ଟଙ୍କାର ଟିକସ ପାଇଛି ରାଜ୍ୟ। କ୍ରମାଗତ ଭାବେ ବାର୍ଷିକ ଗୁଟଖା ଏବଂ ତମାଖୁରୁ ଟିକସ ବଢୁଛି। କେବଳ ୨୦୨୪-୨୫ ରେ ଏକ ହଜାର ୪୭ କୋଟି ଟଙ୍କା ଆଦାୟ ହୋଇଛି। ବାହାର ୧୬ ରାଜ୍ୟରୁ ଓଡିଶାକୁ ପାନ, ଗୁଟଖା ଏବଂ ତମାଖୁ ଆସୁଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ