ରାଜ୍ୟରେ ୧ ଲକ୍ଷ ୪୩ ହଜାର ୬୯୧ କୁଷ୍ଠ ରୋଗୀ

ଭୁବନେଶ୍ୱର: ରାଜ୍ୟରେ ୧ ଲକ୍ଷ ୪୩ ହଜାର ୬୯୧ କୁଷ୍ଠ ରୋଗୀ ଅଛନ୍ତି । ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏଭଳି ଉତ୍ତର ପ୍ରଦାନ କରିଛନ୍ତି ।

ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରଶ୍ନ କରିଥିଲେ ଯେ, ଓଡ଼ିଶା ରାଜ୍ୟକୁ କୁଷ୍ଠମୁକ୍ତ କରିବା ପାଇଁ ସରକାର ଘୋଷଣା କରିବାବେଳେ ୨୦୦୬ ମସିହାରେ କୁଷ୍ଠ ରୋଗୀଙ୍କ ସଂଖ୍ୟା କେତେ ଥିଲା ତା ପରଠାରୁ କେଉଁ କେଉଁ ମସିହାରେ କୁଷ୍ଠ ରୋଗୀଙ୍କ ସଂଖ୍ୟା ଗଣନା କରାଯାଇ ସେମାନଙ୍କର ସଂଖ୍ୟା ବର୍ଷ ସଂଖ୍ୟା କେତେ ତାହା ପ୍ରକାଶ କରନ୍ତୁ।ଏହାର ଉତ୍ତରରେ ମନ୍ତ୍ରୀ କହିଥିଲେ ଯେ, ୨୦୦୬-୦୭ରେ ରାଜ୍ୟରେ ୫୦୮୮ କୁଷ୍ଠ ରୋଗୀ ଥିଲେ । ୨୦୧୮-୧୯ରେ ସର୍ବାଧିକ ୧୦ ହଜାର ୭୮୬ ରୋଗୀ ଚିହ୍ନଟ ହୋଇଥିଲେ ।

୨୦୨୩-୨୪ରେ ୮୩୯୬ ରାଗୀଙ୍କୁ ଚିହ୍ନଟ କରାଯାଇଥିବାବେଳେ ରାଜ୍ୟରେ କ୍ରମାଗତ କୁଷ୍ଠ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ