ଯୁକ୍ତ ୨ ପରେ ପଢ଼ିହେବ ବିଏଡ

ଭୁବନେଶ୍ୱର: ଏଣିକି ଯୁକ୍ତ ୨ ପରେ ପଢ଼ିହେବ ବିଏଡ ପାଠ୍ୟକ୍ରମ । ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି । ଏନେଇ ୮ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଏମଓୟୁ ହୋଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।

ଏହାଛଡ଼ା ସେ କହିଛନ୍ତି ଯେ ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ଏମଓୟୁ ହୋଇଛି । ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ଆଇଟିଇପି କୋର୍ସ ପଢ଼ାଯିବ । ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ରହିବ ବୋଲି ମନ୍ତ୍ରୀ କହିଛନ୍ତି ।

  • Related Posts

    ୧୦ ପର୍ଯ୍ୟନ୍ତ କାଳବୈଶାଖୀ

    ଭୁବନେଶ୍ୱର: ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ…

    Continue reading
    ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ

    ଭୁବନେଶ୍ୱର: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ କୁଳପତି ନିଯୁକ୍ତି ଦିଆଯାଇଛି। ନୂତନ କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ