ସ୍ମରଣୀୟ ହୋଇ ରହିବେ ରମାକାନ୍ତ ରଥ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଦେହାନ୍ତ ଖବର ଜାଣି ମୁଁ ଦୁଃଖିତ। ପ୍ରଶାସନିକ ସେବା ସହ ସାହିତ୍ୟ ଜଗତରେ ଅବଦାନ ପାଇଁ ସର୍ବଦା ସ୍ମରଣୀୟ ହୋଇରହିବେ। ରମାକାନ୍ତଙ୍କ ବିୟୋଗ ସାହିତ୍ୟ ଜଗତ ପାଇଁ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ଭୁବନେଶ୍ଵର ଖାରବେଳନଗରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା । ରାଷ୍ଟ୍ରୀୟ ମର୍ୟ୍ୟାଦାର ସହ ତାଙ୍କର ଶେଷକୃତ୍ୟ ହେବା ନେଇ ସୂଚନା ମିଳିଛି।

  • Related Posts

    ଓଡ଼ିଶାରୁ ବିଦାୟ ନେଉଛି ମୌସୁମୀ

    ଭୁବନେଶ୍ୱର: ଓଡ଼ିଶାରୁ କିଛି ଅଞ୍ଚଳରୁ ମୌସୁମୀ ବିଦାୟ ନେବାର ପ୍ରକ୍ରିୟା ଆରମ୍ଭ ହୋଇଛି । ସୁନ୍ଦରଗଡ଼ ଓ ବରଗଡ଼ରୁ ମୌସୁମୀ ବିଦାୟ ନେଇଥିବା ଜଣାଯାଇଛି । ତେବେ ଆସନ୍ତା ୩ରୁ ୪ ଦିନ ଭିତରେ ପୂରା ଓଡ଼ିଶାରୁ ମୌସୁମୀ ବିଦାୟ ନେବ…

    Continue reading
    ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ

    ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ । ବଦଳିଲା ବରିଷ୍ଠ ଅଧିକାରୀଙ୍କ ଦାୟିତ୍ୱ । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କୁ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ଗୀତାଞ୍ଜଳି ନାୟକଙ୍କୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ