ପୁଣି ତେରଛା ବାଣ ମାରିଲେ ଜୟନାରାୟଣ

ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରସ୍ତୁତି ବୈଠକରେ ପଛରେ ବସିବା ପ୍ରସଙ୍ଗରେ ସେ ନିଜର ମତ ରଖି ତେରଛା ବାଣ ମାରିଛନ୍ତି। ସେ ମୁହଁ ଖୋଲି ପୁଣି ବିବାଦ ସୃଷ୍ଟି କରିଛନ୍ତି।ଜୟ ନାରାୟଣ କହିଛନ୍ତି ଗୋଟେ ଜାଗାରେ ବସିବାର ଯୋଗ୍ୟତା ରହିବା କଥା। ମୋର ଯୋଗ୍ୟତା ନାହିଁ ବୋଲି ଭାବିଲି ସେଥିପାଇଁ ଗଲିନି ବୋଲି ଜୟନାରାୟଣ ମିଶ୍ର କହିଛନ୍ତି। ସେ ଜାଗା ରାଜ୍ୟ ସଭାପତି, ସମ୍ପାଦକ, ମନ୍ତ୍ରୀଙ୍କ ପାଇଁ ଥିଲା। ସେଥି ମଧ୍ୟରୁ ମୁଁ କେହି ନୁହଁ, ସେଠି ବସିବାର ଆବଶ୍ୟକତା ନ ଥିଲା ବୋଲି ବରିଷ୍ଠ ନେତା ଜୟନାରାୟଣ କହିଛନ୍ତି।
ସାମ୍ବାଦିକଙ୍କ ପ୍ରଶ୍ନ ନେଇ ସେ ପାଲଟା ପ୍ରଶ୍ନ କରିଛନ୍ତି, ଆପଣ ବରିଷ୍ଠ ବୋଲି କହୁଛନ୍ତି, କହିଲେ ଦେଖି ବରିଷ୍ଠଙ୍କର ଭାଲ୍ୟୁ କଣ? ସେ କ୍ଷୋଭ ପ୍ରକାଶ କରି କହିଛନ୍ତି ଯେ, ବଡ଼ ବଡ଼ିଆ ନେତାଙ୍କୁ ସୂଚନା ସମ୍ପର୍କରେ ପଚାର। ଆମ ଭଳିଆ ଛୋଟକାଟିଆଙ୍କୁ କାହିଁ ପଚାରୁଛ।

  • Related Posts

    ବିଜେଡିରୁ ନିଲମ୍ବିତ ମୁକ୍ତିକାନ୍ତ ମଣ୍ଡଳ, ମଞ୍ଜୁଲତା ମଣ୍ଡଳ

    ଭୁବନେଶ୍ବର : ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ବିଜେଡିରୁ ନିଲମ୍ବିତ। ସେହିପରି ମୁକ୍ତିକାନ୍ତଙ୍କ ପତ୍ନୀ ତଥା ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳଙ୍କୁ ମଧ୍ୟ ବିଜେଡିରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କ ବିରୋଧରେ ଦଳର ସୁପ୍ରିମୋ…

    Continue reading
    ଆଜିଠୁ ଗାଁରେ ଡେରା ପକାଇବେ ବିଜେପି ନେତା, ଘରକୁ ଘର ବୁଲି ସଫଳତା ବଖାଣିବେ

    ଭୁବନେଶ୍ୱର: ଆଜିଠୁ ଗାଁକୁ ଯିବେ ବିଜେପି ନେତା । ଆସନ୍ତା ୧୨ ତାରିଖ ପର୍ୟ୍ୟନ୍ତ ଗାଁରେ ଡେରା ପକାଇବେ । ଘରକୁ ଘର ବୁଲି ସରକାରର ସଫଳତା ବଖାଣିବେ । ଏଭଳି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ