୨୨ରେ ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ବର: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଆସନ୍ତା ୨୨ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହ। ସେ ପ୍ରଥମେ ସମ୍ବଲପୁର ଆସିବେ ଏବଂ ତାପରେ ଭୁବନେଶ୍ବରରେ ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ୟ୍ୟକ୍ରମରେ ଯୋଗ ଦେବେ। ଏହାଛଡ଼ା ତାଙ୍କର ପୁରୀ ଯିବାର କାର୍ୟ୍ୟକ୍ରମ ରହିଛି। ତେବେ ଏନେଇ ସଂପୂର୍ଣ୍ଣ କାର୍ୟ୍ୟସୂଚୀ ଆସିବ ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି।

ଏଥିଲାଗି ଆଜି ରାଜ୍ୟ ବିଜେପି କାର୍ୟ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଓ କୁଚିଣ୍ଡା ବିଧାୟକ ତଥା ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକଙ୍କ ସମେତ ସମ୍ବଲପୁର ଜିଲ୍ଲାର ବିଧାୟକ ପ୍ରାର୍ଥୀମାନେ ବି ଯୋଗ ଦେଇଥିଲେ।ଏଥିଲାଗି ଆଜି ବୁର୍ଲାରେ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଓ କୁଚିଣ୍ଡା ବିଧାୟକ ତଥା ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକଙ୍କ ସମେତ ସମ୍ବଲପୁର ଜିଲ୍ଲାର ବିଧାୟକ ପ୍ରାର୍ଥୀମାନେ ବି ଯୋଗ ଦେଇଥିଲେ।

  • Related Posts

    ବିଜେଡିରୁ ନିଲମ୍ବିତ ମୁକ୍ତିକାନ୍ତ ମଣ୍ଡଳ, ମଞ୍ଜୁଲତା ମଣ୍ଡଳ

    ଭୁବନେଶ୍ବର : ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ବିଜେଡିରୁ ନିଲମ୍ବିତ। ସେହିପରି ମୁକ୍ତିକାନ୍ତଙ୍କ ପତ୍ନୀ ତଥା ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳଙ୍କୁ ମଧ୍ୟ ବିଜେଡିରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କ ବିରୋଧରେ ଦଳର ସୁପ୍ରିମୋ…

    Continue reading
    ଆଜିଠୁ ଗାଁରେ ଡେରା ପକାଇବେ ବିଜେପି ନେତା, ଘରକୁ ଘର ବୁଲି ସଫଳତା ବଖାଣିବେ

    ଭୁବନେଶ୍ୱର: ଆଜିଠୁ ଗାଁକୁ ଯିବେ ବିଜେପି ନେତା । ଆସନ୍ତା ୧୨ ତାରିଖ ପର୍ୟ୍ୟନ୍ତ ଗାଁରେ ଡେରା ପକାଇବେ । ଘରକୁ ଘର ବୁଲି ସରକାରର ସଫଳତା ବଖାଣିବେ । ଏଭଳି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ