ଭୁବନେଶ୍ଵର: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟର ଆକାଉଣ୍ଟାଣ୍ଟ ମହମ୍ମଦ ଫିରୋଜ ଖାନ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୨୦,୦୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଆକାଉଣ୍ଟାଣ୍ଟ ଫିରୋଜ ଖାନଙ୍କୁ ଧରିଛି ଭିଜିଲାନ୍ସ। ସ୍କୁଲ ୟୁନିଫର୍ମ ପାଇଁ ସ୍ଵୟଂ ସହାୟକ ଗୋଷ୍ଠୀଠାରୁ ଲାଞ୍ଚ ନେଉଥିଲେ ଫିରୋଜ।
ରାଜନଗରରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ
ରାଜନଗର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ଠାରେ ରାକ୍ଷୀ ପୂର୍ଣ୍ଣମୀ ଦିନ କୋଲ୍ଡ ଡ୍ରିଙ୍କ୍ ପିଆଇବାକୁ ଡାକି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ ଗତ ରାକ୍ଷୀ ପୂର୍ଣ୍ଣିମା ଦିନ ପୀଡିତାଙ୍କୁ ସଂପର୍କୀୟ…