ରମାକାନ୍ତ ରଥଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ: ବିଶିଷ୍ଟ କବି, ଅବସରପ୍ରାପ୍ତ ପ୍ରଶାସକ ରମାକାନ୍ତ ରଥଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି । ଆଜି ରାଷ୍ଟ୍ରୀୟ ମର୍ୟ୍ୟାଦାରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପୁଅ ପିନାକୀ ରଥ ମୁଖାଗ୍ନି ଦେଇଥିବାବେଳେ ଶେଷକୃତ୍ୟରେ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଥିଲେ । ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିବଂଗତ ରମାକାନ୍ତ ରଥଙ୍କ ଘରେ ପହଂଚି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

ଉଲ୍ଲେଖ ଥାଉ କି ଏହି ମହାନ ସାହିତ୍ୟ ସ୍ରଷ୍ଟାଙ୍କର ୯୧ ବର୍ଷ ବୟସରେ ରବିବାର ସକାଳେ ପରଲୋକ ଘଟିଥିଲା । ସ୍ବର୍ଗତ ରଥଙ୍କ ପରଲୋକ ଖବର ପାଇ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ସମେତ ବହୁ ରାଜନେତା, ପ୍ରଶାସକ ଓ ସାହିତ୍ୟିକ ଶୋକପ୍ରକାଶ କରିଥିଲେ। ରାଜନୀତି ଓ ସାରସ୍ବତ ଜଗତର ବହୁ ବିଶିଷ୍ଟ ବ୍ୟକ୍ତି ଆଜି ତାଙ୍କ ଖାରବେଳନଗରସ୍ଥିତ ବାସଭବନରେ ପହଞ୍ଚି ‌ଶେଷ ଦର୍ଶନ କରିଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ