୧୨ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର: ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁଁ ଗୃହ ଚାଲିପାରିଲାନାହିଁ। ଫଳରେ ବାଚସ୍ପତି ମଧ୍ୟାହ୍ନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିବା ନେଇ ଘୋଷଣା କରିଛନ୍ତି। ଆଜି ବିଧାନସଭା ଆରମ୍ଭହେବା ପରେ ଆରମ୍ଭରୁ ହଟ୍ଟଗୋଳ ହୋଇଥିଲା। ଗୃହରେ ବିରୋଧୀ ଦଳର ବିଧାୟକମାନେ ହୋହଲ୍ଲା କରିଥିଲେ।

ବିଧାନସଭା ଆରମ୍ଭ ହେବା ପରଠାରୁ କଂଗ୍ରେସ ପ୍ରତିବାଦ କରିଥିଲା। ନାରୀ ସୁରକ୍ଷା ପ୍ରସଙ୍ଗରେ କଂଗ୍ରେସ ନାରାବାଜି ସହ ହୋହଲ୍ଲା କରିଥିଲା। ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହ ଚାଲିପାରିଲା ନାହିଁ। ଫଳରେ ବାଚସ୍ପତି ମଧ୍ୟାହ୍ନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିବା ନେଇ ଘୋଷଣ କରିଥିଲେ। ନାରୀ ସୁରକ୍ଷା ଦାବିରେ କଂଗ୍ରେସ ପକ୍ଷରୁ ବିଧାନସଭା ପରିସରରେ ପ୍ରତିବାଦ କରିଥିଲା। ଏହାପରେ ଗାନ୍ଧିମୂର୍ତ୍ତି ତଳେ କଂଗ୍ରେସ ବିଧାୟକମାନେ ଧାରଣାରେ ବସିଥିଲେ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ