୪ ଲକ୍ଷ ୮ ହଜାର ୧୦୭ ଭୂତ କାର୍ଡକୁ ବାଦ ଦିଆଯାଇଛି

ଭୁବନେଶ୍ବର: ୪ ଲକ୍ଷ ୮ ହଜାର ୧୦୭ ଭୂତ କାର୍ଡକୁ ବାଦ ଦିଆଯାଇଛି ବୋଲି ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଅଣତାରକା ପ୍ରଶ୍ନର ଲିଖିତ ଉତ୍ତର ରଖି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ ଆହୁରି କହିଛନ୍ତି, ୨୩୧୩୮ ଜଣ ଅଯୋଗ୍ୟ ହିତାଧିକାରୀ ରାସନ କାର୍ଡ ଫେରାଇଲେଣି। ରାସନ କାର୍ଡ ଫେରାଇଥିବା ପରିବାର ସଂଖ୍ୟା ୮୭୮୪୪। ଏବେ ଖାଦ୍ୟ ସୁରକ୍ଷା ଯୋଜନାରେ ୯୭ ଲକ୍ଷ ୫୫ ହଜାର ୪୪୨ କାର୍ଡରେ ୩ କୋଟି ୩୦ ଲକ୍ଷ ୨୮ ହଜାର ୮୮୦ ହିତାଧିକାରୀ ରହିଥିବା ନେଇ ବି ମନ୍ତ୍ରୀ ସୂଚନା ଦେଇଛନ୍ତି।
ଏବେ ଖାଦ୍ୟ ସୁରକ୍ଷା ଯୋଜନାରେ ୯୭ ଲକ୍ଷ ୫୫ ହଜାର ୪୪୨ କାର୍ଡରେ ୩ କୋଟି ୩୦ ଲକ୍ଷ ୨୮ ହଜାର ୮୮୦ ହିତାଧିକାରୀ ରହିଥିବା ନେଇ ବି ମନ୍ତ୍ରୀ ସୂଚନା ଦେଇଛନ୍ତି।

  • Related Posts

    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading
    ବାଣିଶ୍ରୀ ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ

    ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବାଣିଶ୍ରୀ  ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ । ବୃତ୍ତି ଆବେଦନଗୁଡ଼ିକୁ ଶିକ୍ଷାନୁଷ୍ଠାନ ସ୍ତରରେ ବିଚାରକୁ ନେବା ପାଇଁ ୪୫ ଦିନର ସମୟସୀମା ଧାର୍ଯ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ