ମୟୂରଭଞ୍ଜରେ ଆୟୁର୍ବେଦିକ ମେଡିକାଲ କଲେଜ ସ୍ଥାପନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ଓଡ଼ିଶାର ମୟୂରଭଞ୍ଜ ଜିଲାରେ ରାଜ୍ୟ ସରକାର ଏକ ଆୟୁର୍ବେଦିକ ମେଡିକାଲ କଲେଜ ସ୍ଥାପନ କରିବେ। ବୁଧବାର ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହା ପ୍ରକାଶ କରିଛନ୍ତି।

“ଓଡିଶାର ମୟୂରଭଞ୍ଜ ଜିଲାରେ ଏକ ଆୟୁର୍ବେଦିକ ମେଡିକାଲ କଲେଜ ପ୍ରତିଷ୍ଠା ହେବ। ରାଜ୍ୟ ସରକାର ଏ ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେଉଥିବା ମନ୍ତ୍ରୀ ଗୃହରେ କହିଛନ୍ତି। ମନ୍ତ୍ରୀଙ୍କ ଅନୁଯାୟୀ, ଓଡ଼ିଶାରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସରକାର ସୋମବାର ରାଜ୍ୟରେ ୫,୨୪୮ ଏମବିବିଏସ ଡାକ୍ତରଙ୍କ ନିଯୁକ୍ତି ପାଇଁ ଏକ ବିଜ୍ଞାପନ ଜାରି କରିଛନ୍ତି। ବର୍ତ୍ତମାନ ରାଜ୍ୟରେ ୩୪,୦୦୦ ଶଯ୍ୟାର ଆବଶ୍ୟକତା ସତ୍ତ୍ୱେ ମୋଟ ୧୬,୯୧୮ ହସପିଟାଲ ଶଯ୍ୟା ଅଛି। ଆଗାମୀ ଦିନରେ ସରକାର ୧୭,୦୦୦ ନୂତନ ହସପିଟାଲ ଶଯ୍ୟା ବ୍ୟବସ୍ଥା କରିବେ, ମନ୍ତ୍ରୀ ପ୍ରକାଶ କରିଛନ୍ତି। “ରାଜ୍ୟର ପ୍ରତ୍ୟେକ ଜିଲାରେ ମେଡିକାଲ କଲେଜ ଖୋଲିବା ପାଇଁ ଓଡ଼ିଶା ସରକାର ପ୍ରତିବଦ୍ଧ। ଚଳିତ ବର୍ଷ ଦୁଇଟି ନୂତନ ମେଡିକାଲ କଲେଜ ଖୋଲିବ,” ସେ କହିଛନ୍ତି।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ