ବି. ଏଡ଼ ନାଁ ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ଏଥିପାଇଁ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୨୪ ତାରିଖ (୨୪.୦୩.୨୦୨୫) ଠାରୁ Common Application Form (CAF) ପୂରଣ ପ୍ରକିୟା ଆରମ୍ଭ ହେବ।

ବିଗତ ବର୍ଷ ଭଳି ଆଗାମୀ ଶିକ୍ଷା ବର୍ଷ ୨୦୨୫-୨୬ ପାଇଁ ମଧ୍ୟ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ. ଏଡ଼ ପାଠ୍ୟକ୍ରମରେ ନାମଲେଖା ଏବଂ ଚୟନ ପ୍ରକିୟା ଏଥିପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ କରାଯିବ। ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍‌ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ।

ଏଥିସହ ଶିକ୍ଷା ବର୍ଷ ୨୦୨୫-୨୬ରେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ. ଏଡ଼ ପାଠ୍ୟକ୍ରମକୁ ଆସନ୍ତା ୨୪ ଜୁଲାଇ, ୨୦୨୫ ତାରିଖ ସୁଦ୍ଧା ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି।

  • Related Posts

    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading
    ବାଣିଶ୍ରୀ ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ

    ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବାଣିଶ୍ରୀ  ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ । ବୃତ୍ତି ଆବେଦନଗୁଡ଼ିକୁ ଶିକ୍ଷାନୁଷ୍ଠାନ ସ୍ତରରେ ବିଚାରକୁ ନେବା ପାଇଁ ୪୫ ଦିନର ସମୟସୀମା ଧାର୍ଯ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ