ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଝାଡ଼ଖଣ୍ଡରେ ହେବାକୁ ନିର୍ବାଚନ ଲାଗି ପ୍ରଚାର କରିବେ। ଦଳୀୟ ପ୍ରଚାରର ମଙ୍ଗ ଧରିବା ସହ ବିଜେପି ପ୍ରାର୍ଥୀଙ୍କ ଲାଗି ଭୋଟ୍ ମାଗିବେ ମୁଖ୍ୟମନ୍ତ୍ରୀ।

ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍ ସଭା ଓ ରୋଡ୍ ଶୋ’ କରିବାର କାର୍ୟ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଷଢ଼େଇକଳା ଖରସୁଆଁ ଓ ସିଂହଭୂମିରେ ସଭା କରିବେ ବୋଲି ସୂଚନା ମିଳିଛି।ସୂଚନାଯୋଗ୍ୟ, ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯାଇଥିଲେ। ମୁଖ୍ୟମନ୍ତ୍ରୀ ପଶ୍ଚିମ ସିଂହଭୂମର ଜଗନ୍ନାଥପୁରରେ ପ୍ରଚାର କରିଥିଲେ।

  • Related Posts

    ଶନିବାର କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

    ଜୟପୁର: ଶନିବାର କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସହର ଉପକଣ୍ଠ ବାଙ୍କବିଜାରେ ଆୟୋଜିତ ସମାବେଶରେ ଯୋଗଦେବେ । ୯ ତାରିଖ ପୂର୍ବାହ୍ଣରେ ମହିଳାଙ୍କୁ ସୁଭଦ୍ରା ଯୋଜନା ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । ଏହାକୁ…

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଭୁବନେଶ୍ଵର: ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍‌ସରେ ଚଢ଼ାଉ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)। ଶୁକ୍ରବାର ସିବିଆଇ ଟିମ ଏମ୍‌ସରେ ପହଞ୍ଚି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିବା ସହିତ ଭୁବନେଶ୍ଵରର ଅନ୍ୟ ୨ଟି ସ୍ଥାନରେ ଚଢ଼ାଉ କରିଛି। ଏହାବ୍ୟତୀତ ଜଗତସିଂହପୁରର…

    Leave a Reply

    Your email address will not be published. Required fields are marked *

    You Missed

    କେନ୍ଦ୍ର କ୍ୟାବିନେଟ: ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି

    କେନ୍ଦ୍ର କ୍ୟାବିନେଟ: ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି

    ଶନିବାର କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

    ଶନିବାର କୋରାପୁଟ  ଯିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଝିଆରୀକୁ ଗର୍ଭବତୀ କଲା ପିଉସା

    ଝିଆରୀକୁ ଗର୍ଭବତୀ କଲା ପିଉସା

    ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲା: ପୀଡ଼ିତାଙ୍କ ଘରେ ଫୋରେନସିକ ଟିମ୍‌ର ତଦନ୍ତ

    ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲା: ପୀଡ଼ିତାଙ୍କ ଘରେ ଫୋରେନସିକ ଟିମ୍‌ର ତଦନ୍ତ

    ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

    ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ