ଟୋକାପଥର ମାଡ଼, ଉଡ଼ିଲା ଚେୟାର

ଭୁବନେଶ୍ୱର: ନାରୀ ନିର୍ଯାତନା ପ୍ରସଙ୍ଗରେ କଂଗ୍ରେସ ଗୁରୁବାର ଭୁବନେଶ୍ୱରସ୍ଥ ଲୋୟର ପିଏମଜିରେ ଗର୍ଜନ କରିଛି । ଆଜି ଦଳ ପକ୍ଷରୁ ବିଧାନ ଘେରାଉ ଡାକରା ଦିଆଯାଇଥିବାବେଳେ କଂଗ୍ରେସ କର୍ମୀମାନେ ପୁଲିସ ଉପରକୁ ଟେକାପଥର ମାଡ଼ କରିବା ସହ ଚେୟାର ଫିଙ୍ଗିଛନ୍ତି । ଯାହା ଫଳରେ ଲୋୟର ପିଏମଜି ଏବେ ଋଣକ୍ଷେତ୍ର ପାଲଟିଛି ।

ପ୍ରଥମେ କଂଗ୍ରେସ କର୍ମୀମାନେ ଲୋୟର ପିଏମଜିରେ ପୁଲିସ ପକ୍ଷରୁ କରାଯାଇଥିବା ବ୍ୟାରିକେଡକୁ ଭାଙ୍ଗିଦେଇଥିଲେ । ପରେ ବିଧାନସଭା ଅଭିମୁଖେ ଅଗ୍ରସର ହେଉଥିବାବେଳେ ପୁଲିସ ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଠେଲାପେଲା ଓ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା । ତେବେ କଂଗ୍ରେସ କର୍ମୀମାନେ ଏହି ଅବସରରେ ପଥରମାଡ଼ କରିବା ସହ ଚେୟାର ଫିଙ୍ଗିଥିଲେ ।

ଯାହାର ଜବାବୀ କାର୍ଯ୍ୟାନୁଷ୍ଠାନରେ ପୁଲିସ ପକ୍ଷରୁ ଲାଠିଚାର୍ଜ କରାଯାଇଛି ।

  • Related Posts

    ରାଇକିଆ ବସ୍‌ଷ୍ଟାଣ୍ଡ ଓ ମଣ୍ଡାକିଆରେ ‘ନମୋ ସେବା ଗାଥା’ ପରିବେଷଣ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଚାଲିଥିବା ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅବସରରେ ‘ନମୋ ସେବା ଗାଥା’ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଛି। ଏହି ଅଭିଯାନ ଅନ୍ତର୍ଗତ ସାରା ରାଜ୍ୟର ବିଭିନ୍ନ…

    Continue reading
    “ଦାଦନ ଶ୍ରମିକ”ଙ୍କ ମରଶରୀର ଗାଁକୁ ଆଣିବା ପାଇଁ ଜିଲ୍ଲାପାଳଙ୍କ ନିକଟରେ ସହାୟତା ପାଇଁ ‘ସ୍ୱାକ’ର ପ୍ରୟାସ

    ରାଇକିଆ: କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ କାଟିଙ୍ଗିଆ ପଞ୍ଚାୟତର ଆଡ଼ିବଙ୍ଗା ଗ୍ରାମର ଦାଦନ ଶ୍ରମିକ ଶ୍ରୀ ସନ୍ତୋଷ ମଲ୍ଲିକ (୪୬)ଙ୍କ କେରଳ ରାଜ୍ୟରେ ଆଜି ସକାଳେ ହଠାତ୍ ମୃତ୍ୟୁ ଘଟିଛି। ତାଙ୍କ ମରଶରୀର କେରଳର କନ୍ନୁର ଜିଲ୍ଲାର ଏକ ସରକାରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ